Posted inଜାତୀୟ

୧୭୦ ବିଧାୟକଙ୍କ ସମର୍ଥନ ରହିଛି

ମୁମ୍ବାଇ, ୨୪ା୧୧(ପି.ଟି.) : ମହାରାଷ୍ଟ୍ରରେ ଭାଜପା ପାଖରେ ୧୭୦ ବିଧାୟକଙ୍କ ସମର୍ଥନ ରହିଛି। ସମସ୍ତ ଏନ୍‌ସିପି ବିଧାୟକ ଓ ୧୧ ସ୍ବାଧୀନ ବିଧାୟକ ଆମକୁ ସମର୍ଥନ କରୁଛନ୍ତି। ମ୍ୟାଜିକ୍‌ ନମ୍ବର(୧୪୫) ଛୁଇଁବା ଲାଗି କିଛି ଅସୁବିଧା ନାହିଁ ବୋଲି ଶନିବାର ଭାଜପା ପକ୍ଷରୁ ଦାବି କରାଯାଇଛି। ୨୮୮ ଆସନବିଶିଷ୍ଟ ରାଜ୍ୟ ବିଧାନସଭାରେ ଭାଜପାର ୧୦୫ ସଦସ୍ୟ ଅଛନ୍ତି। ସଂଖ୍ୟାଗରିଷ୍ଠତାର ପ୍ରମାଣ ଲାଗି ନଭେମ୍ବର ୩୦ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଓ ଉପମୁଖ୍ୟମନ୍ତ୍ରୀ ଏନ୍‌ସିପି ନେତା ଅଜିତ୍‌ ପାଓ୍ବାରଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ରହିଛି ବୋଲି ଭାଜପାର ଜଣେ ବରିଷ୍ଠ ନେତା କହିଛନ୍ତି। ଅଜିତ୍‌ ଏନ୍‌ସିପି ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଦଳର ସମସ୍ତ ବିଧାୟକଙ୍କ ସମର୍ଥନ ରହିଥିବା ପତ୍ର ତାଙ୍କ ପାଖରେ ରହିଛି। ରାଜ୍ୟପାଳଙ୍କୁ ମଧ୍ୟ ଏହା ପ୍ରଦାନ କରାଯାଇଛି। ଯଦି ଏନ୍‌ସିପିରେ ଫାଟ ଦେଖାଦିଏ, ତେବେ ୩୦ରୁ ଊର୍ଦ୍ଧ୍ୱ ବିଧାୟକ ସରକାର ସପକ୍ଷରେ ରହିବେ ବୋଲି ଭାଜପା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri