Posted inଜାତୀୟ

୧୭୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳର ବାୟୁ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ସୋମବାର ସକାଳେ ରାଜଧାନୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୮ରେ ପହଞ୍ଚତ୍ଥିଲା। ଅତ୍ୟଧିକ ଧୂଅଁା, କୁହୁଡ଼ି ଯୋଗୁ ଅଧିକ ଦୂରତା ପର୍ଯ୍ୟନ୍ତ ଦୃଶ୍ୟମାନ ହେଉ ନ ଥିଲା। ଦୃଶ୍ୟମାନ ଶୂନ ନିକଟତର ହୋଇଥିଲା। ଫଳରେ ଗାଡ଼ିଗୁଡ଼ିକ ମନ୍ଥର ଗତିରେ ଚାଲିବା ଯୋଗୁ ସକାଳେ ଦିଲ୍ଲୀର ରାସ୍ତା ଜାମ୍‌ ରହିଥିଲା। ଦିଲ୍ଲୀ ସମେତ ଅମୃତସର, ବାରାଣସୀ, ନଏଡ଼ା ଓ ଉତ୍ତର ଭାରତର ବିଭିନ୍ନ ଏୟାରପୋର୍ଟରେ ସୋମବାର ୧୭୦ରୁ ଊର୍ଦ୍ଧ୍ୱ ବିମାନ ଉଡ଼ାଣ ବାତିଲ ହୋଇଛି। ଏଥିସହିତ ଦିନ ସାରା ବହୁ ବିମାନ ବିଳମ୍ବରେ ଉଡ଼ାଣ କରିଥିଲା। ଦିଲ୍ଲୀର ୪୦ଟି ବାୟୁ ଗୁଣବତ୍ତା ପର୍ଯ୍ୟବେକ୍ଷଣ କେନ୍ଦ୍ର ମଧ୍ୟରୁ ୩୮ଟିରେ ଏକ୍ୟୁଆଇ ଅତ୍ୟନ୍ତ ନିକୃଷ୍ଟ ସ୍ତରରେ ରହିଥିଲା। ୪୯୮ ଏକ୍ୟୁଆଇ ସହ ଜାହାଙ୍ଗୀରପୁରୀ ସବୁଠୁ ପ୍ରଦୂଷିତ ଅଞ୍ଚଳ ରହିଛି। ରବିବାର ଦିଲ୍ଲୀ ବାୟୁ ଗୁଣବତ୍ତା ସୂଚକାଙ୍କ ୪୬୧ ରହିଥିଲା, ଯାହା ଦିଲ୍ଲୀକୁ ଶୀତଋତୁର ସବୁଠୁ ପ୍ରଦୂଷିତ ଦିନରେ ପରିଣତ କରିଥିଲା। ଏହା ଡିସେମ୍ବରରେ ବର୍ତ୍ତମାନ ସୁଦ୍ଧା ଦ୍ୱିତୀୟ ସବୁଠୁ ଖରାପ ବାୟୁ ଗୁଣବତ୍ତା ରେକର୍ଡ। ପ୍ରତିକୂଳ ପାଗ ଯୋଗୁ ପ୍ରଦୂଷଣ ସ୍ତର ଅଧିକ ବଢ଼ିଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶାରୀରିକ ସମ୍ପର୍କ ରଖିବାକୁ ମନା କଲେ ସ୍ତ୍ରୀ: ଏମିତି ପଦକ୍ଷେପ ନେଲେ ସ୍ବାମୀ, ଜାଣନ୍ତୁ ଲୋମଟଙ୍କୁରା ଘଟଣା

ଦେବଗଡ଼,୧୨ା୩(ଶଶାଙ୍କ ଶେଖର ଝାଙ୍କର): ଶାରୀରିକ ସମ୍ପର୍କ ପାଇଁ ମନା କରିବାରୁ ସ୍ତ୍ରୀଙ୍କୁ ମାଡ଼ ମାରି ହାତ ଭାଙ୍ଗିବା ଅଭିଯୋଗରେ ରିଆମାଳ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଆସିଲା ସଙ୍ଗୀନ ଅଭିଯୋଗ: ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଏମିତି କରିବା ପଡ଼ିଲା ମହଙ୍ଗା

ନୂଆଦିଲ୍ଲୀ,୧୨।୩: ଟିମ ଇଣ୍ଡିଆ ଲଗାତାର ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିଛି। ଟିମ ଇଣ୍ଡିଆ ଅହମ୍ମଦାବାଦରେ ଖେଳାଯାଇଥିବା ଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ରେକର୍ଡ ତୃତୀୟ…

ଧାନବିକ୍ରି ସମସ୍ୟା ଅସମାହିତ, ଆନ୍ଦୋଳନ ତୀବ୍ର: ପାକ୍ସ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ବରଗଡ଼/ଭେଡ଼େନ,୧୨।୩(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ):ବରଗଡ଼ ଜିଲାରେ ରବି ଧାନ କିଣାବିକା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଖରିଫ୍‌ରେ…

ଯୁଦ୍ଧ ବନ୍ଦ ପାଇଁ ଇରାନ ରଖିଲା ୩ ସର୍ତ୍ତ: ନ ମାନିଲେ ସାରା ବିଶ୍ୱରେ ପଡ଼ିବ ପ୍ରଭାବ

ମସ୍କୋ,୧୨।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ୧୩ ଦିନ ଧରି ଚାଲିଛି। କିନ୍ତୁ ଏହା ବନ୍ଦ ହେବାର କୌଣସି ସଙ୍କେତ ନାହିଁ। ସମଗ୍ର ମଧ୍ୟପ୍ରାଚ୍ୟରେ ଇରାନର…

ଭାରତକୁ ଫେରୁଥିବା ଜାହାଜ ଉପରେ ବଡ଼ ଆଟାକ୍‌, ଅନେକ ଭାରତୀୟଙ୍କ…

ନୂଆଦିଲ୍ଲୀ,୧୨।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷରେ ଦୁଇଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ନିଖୋଜ ଅଛନ୍ତି। ଭାରତ…

ପ୍ରେମିକଙ୍କୁ ବିବାହ କଲେ ଭାଇରାଲ ଗର୍ଲ ମୋନାଲିସା: ବାପାଙ୍କ ନାଁରେ ଆଣିଲେ ସାଂଘାତିକ ଅଭିଯୋଗ

ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ସେ ପ୍ରେମିକ ଫରମାନ ଖାନଙ୍କୁ ବିବାହ କରିଛନ୍ତି। ମୋନାଲିସା ଅରୁମାନୁର ମନ୍ଦିରରେ ଫରମାନଙ୍କୁ ବିବାହ କରିଥିଲେ।…

ଯୁଦ୍ଧ ଭିତରେ ଚାଇନା ପାଇଁ ଭାରତ କଲା ଏମିତି କାମ, କାବା ହେଇଗଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୨।୩: ନୂଆଦିଲ୍ଲୀର ନିବେଶ ସଚିବ କହିଛନ୍ତି ଯେ ଭାରତ ଏକ ଫାଷ୍ଟ-ଟ୍ରାକ ଅନୁମୋଦନ ବ୍ୟବସ୍ଥା ମାଧ୍ୟମରେ ଅଧିକ କ୍ଷେତ୍ରରେ ଚାଇନା ନିବେଶକୁ ଅନୁମତି ଦେବ। ଅମରଦୀପ ସିଂହ…

ଯୁଦ୍ଧ ଭିତରେ ଭାରତକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ, ଚମକି ପଡିଲା ଚାଇନା

ନୂଆଦିଲ୍‌ଲୀ,୧୨।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ତାର ଶକ୍ତି ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ରୁଷିଆରୁ ତୈଳ କ୍ରୟ ପୁନଃ ଆରମ୍ଭ କରିବାକୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri