କୋଭିଡ କଟକଣା ଭିତରେ ଟେଷ୍ଟିଂ: ୧୮ରୁ ଡିଏଲ, ୨୯ରୁ ଏଲ୍‌ଏଲ୍‌

ଭୁବନେଶ୍ୱର,୧୦ା୬ (ବ୍ୟୁରୋ)- ମହାମାରୀ କରୋନା ପାଇଁ ବନ୍ଦ ହୋଇଥିବା ଡିଏଲ ଓ ଏଲଏଲ ଟେଷ୍ଟିଂ ପୁଣିଥରେ ଆରମ୍ଭ ହେବ। ଏ ନେଇ ରାଜ୍ୟ ସଡକ ଓ ପରିବହନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସାମାଜିକ ଦୂରତା ଏବଂ କୋଭିଡ କଟକଣା ଭିତରେ ଏହି ଟେଷ୍ଟିଂ କରାଯିବ। ଡିଏଲ ପାଇଁ ଆସନ୍ତାକାଲି ସକାଳ ୭ଟାରୁ ସ୍ଲଟ ବୁକିଂ ଆରମ୍ଭ ହେବ। ୧୮ ତାରିଖରେ ଟେଷ୍ଟିଂ ହେବ। ସେହିପରି ଲର୍ଣ୍ଣିଂ ଲାଇସେନ୍ସ (ଏଲଏଲ) ପାଇଁ ସ୍ଲଟ ବୁକିଂ ୨୨ରୁ ଆରମ୍ଭ ହେବ। ଟେଷ୍ଟିଂ ୨୯ ତାରିଖରେ ହେବ। କୋଭିଡ ନିୟମ ଭିତରେ ଏସବୁ ଟେଷ୍ଟିଂ କରିବାକୁ ସବୁ ଆର୍ଟିଓଙ୍କୁ ପରିବହନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri