୧୮୦ ଲିଟର ଦେଶୀ ମଦ ସହ ପୋଚ ଜବତ, ୪ ଗିରଫ

ବ୍ରହ୍ମପୁର ଅଫିସ,୬।୫- କୁକୁଡାଖଣ୍ଡି ବ୍ଲକ ଉପର କୁମ୍ଭଝରି, ସୁକୁଣ୍ଡା ଛକ ଓ ଗୋକର୍ଣ୍ଣପୁର ଗ୍ରାମରେ ଚାଲିଥିବା ବେଆଇନ ମଦ ଭାଟି ଉପରେ ବୁଧବାର ବ୍ରହ୍ମପୁର ଅବକାରୀ ଓ ଗୋଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇ ୧୮୦ ଲିଟର ଦେଶୀ ମଦ, ୫ ହଜାର ୩୦୦ କେଜି ଗୁଡା ମିଶ୍ରିତ ପୋଚ, ପ୍ଲାଷ୍ଟିକ ଡ୍ରମ ଓ ମଦ ପ୍ରସ୍ତୁତି ସରଞ୍ଜାମ ଜବତ କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ସେହିପରି ମଦ ଚାଲାଣରେ ବ୍ୟବହୃତ ୨ ଟି ବାଇକ ମଧ୍ୟ ଜବତ ହୋଇଛି। ଚଢାଉରେ ଅବକାରୀ ଇନ୍ସପେକ୍ଟର ରୋଶନ ଇସୁ ହଂସଦା, ବାଳକୃଷ୍ଣ ବିଶି ଓ ତାଙ୍କ ଟିମ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?