୧୮ ଜିଲାରୁ ୧୪୧ ପଜିଟିଭ୍‌: ୧୧୦ କ୍ୱାରାଣ୍ଟାଇନ ସେଣ୍ଟରରୁ, ୩୧ ଲୋକାଲ କେସ୍‌; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୧ ନୂଆ କରୋନା ପଜିଟିଭ୍‌ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୨୭ ଆକ୍ରାନ୍ତ ରହିଛନ୍ତି। ସେହିପରି ଖୋର୍ଦ୍ଧରୁ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ୧୯, କେନ୍ଦ୍ରାପଡ଼ା ୧୩, ଯାଜପୁର ୧୦, ସୁନ୍ଦରଗଡ଼ ୮, ବଲାଙ୍ଗୀର ୭, କଟକ ୬, ପୁରୀ ୫, ଜଗତ୍‌ସିଂହପୁର-ଗଜପତି-କେନ୍ଦୁଝରରୁ ୪ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଏବଂ ଢେଙ୍କାନାଳରୁ ୨ଜଣ ଲେଖାଏ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼, ମୟୂରଭଞ୍ଜ, ଅନୁଗୋଳ, ସମ୍ବଲପୁରରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ତେବେ ନୂଆ ୧୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୩୧ ଲୋକାଲ କେସ୍‌ ରହିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୨୪୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୯୧ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୧୨୪୫ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?