୧୯ ଜିଲାରୁ ୧୨୯ ପଜିଟିଭ୍‌: କେନ୍ଦ୍ରାପଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ୧୨୯ ନୂଆ ପଜିଟିଭ୍‌ ୧୯ ଜିଲାର। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରେ ସର୍ବାଧିକ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଗଜପତିରେ ୧୬, ନୂଆପଡ଼ାରେ ୧୨, ବଲାଙ୍ଗୀରରେ ୧୧, କେନ୍ଦୁଝରରେ ୩, ଗଞ୍ଜାମ-ଯାଜପୁରରେ ୧୦, ଖୋର୍ଦ୍ଧାରେ ୭, ବାଲେଶ୍ୱର-ସୁନ୍ଦରଗଡ଼-ମୟୂରଭଞ୍ଜ-ବରଗଡ଼ରେ ୬, କଟକରେ ୫, ପୁରୀ-ଦେବଗଡ଼ରେ ୪, ଜଗତସିଂହପୁରରେ ୨, ମାଲକାନଗିରି-ଢେଙ୍କାନାଳ-ସମ୍ବଲପୁରରେ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି। ସେଥିରୁ ୧୧୯ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୧୦ଜଣ ସାଧାରଣ ଜନତା ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଏବେ ମୋଟ ଆକ୍ଟିଭ୍‌ କେସ୍‌ ୮୮୯ ଥିବା ବେଳେ ୧୦୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri