Posted inଖେଳ

୧୯ ବର୍ଷ ପୁରୁଣା ବ୍ଲେଜର୍‌ ପିନ୍ଧି ବିସିସିଆଇ ପଦ ସମ୍ଭାଳିଲେ ଗାଙ୍ଗୁଲି, ଜାଣନ୍ତୁ କାହିଁକି

ମୁମ୍ବାଇ,୨୪।୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବିସିସିଆଇର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି। ଏତେ ବଡ ପଦ ସମ୍ଭାଳିବା ପୂର୍ବରୁ ଗାଙ୍ଗୁଲିଙ୍କ ମଧ୍ୟରେ ସେହି ଆତ୍ମବିଶ୍ୱାସ, ସେହି ମୁରୁକି ହସ ତାଙ୍କ ମୁହଁରେ ଥିଲା ଯେଉଁଟା ସେ ଭାରତୀୟ ଦଳର ନେତୃତ୍ୱ ନେବାବେଳେ ଥିଲା। ତାଙ୍କ ଚେହେରାରେ ଆଦୌ ପରିବର୍ତ୍ତନ ଲକ୍ଷ୍ୟ କରାଯାଇ ନ ଥିଲା। ମୁମ୍ବାଇରେ ବିସିସିଆଇର ମୁଖ୍ୟ କାର୍ଯ୍ୟାଳୟରେ ବୋର୍ଡର ବାର୍ଷିକ ସାଧାରଣ ବୈଠକ (ଏଜିଏମ)ରେ ପହଞ୍ଚି ଗାଙ୍ଗୁଲି ଆନୁଷ୍ଠାନିକ ଭାବେ ଅଧ୍ୟକ୍ଷ ପଦ ଦାୟିତ୍ୱ ସମ୍ଭାଳିଥିଲେ। ଏହି ଅବସରରେ ଗାଙ୍ଗୁଲି ଯେଉଁ ବ୍ଲେଜର ପିନ୍ଧିଥିଲେ, ତାହା ବହୁତ ଖାସ ଥିଲା। କାରଣ ତାହା ୧୯ ବର୍ଷ ପୁରୁଣା ଥିଲା। ସେ ୨୦୦୦ ମସିହାରେ ଭାରତୀୟ ଦଳର ପ୍ରଥମଥର ପାଇଁ ନେତୃତ୍ୱ ନେବାବେଳେ ଯେଉଁ ବ୍ଲେଜର୍‌ ପିନ୍ଧିଥିଲେ ତାହା ସେ ବିସିସିଆଇର ଅଧ୍ୟକ୍ଷ ପଦ ସମ୍ଭାଳିବାବେଳେ ମଧ୍ୟ ପିନ୍ଧିଥିଲେ। ଏନେଇ ସେ କହିଥିଲେ, ଏହି ବ୍ଲେଜରଟି ମୋ ପାଇଁ ବହୁତ୍‌ ଖାସ୍‌ ଥିଲା। ତେଣୁ ମୁଁ ତାକୁ ସାଇତି ରଖିଥିଲି। ଆଜି ତାହା କାମରେ ଆସିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri