୧୯ ମାସର ଶିଶୁପୁତ୍ରଙ୍କୁ ସରକାର ଦେଲେ ବୀରତା ପୁରସ୍କାର: ଜଙ୍ଗଲ ନିଆଁ ଲିଭାଇବା ସମୟରେ ପିତାଙ୍କର ଘଟିଥିଲା ମୃତ୍ୟୁ

ସିଡ୍‌ନୀ,୩।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁ ଲାଗି ରହିଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ଦମକଳ ବାହିନୀ କର୍ମଚାରୀ ଜ୍ୟୋଫ୍ରି କିଟନ୍‌ଙ୍କ ମୃତ୍ୟୁ ଘଟିଥିଲା। ଜ୍ୟୋଫ୍ରିଙ୍କ ଅନ୍ତିମ ସଂସ୍କାର ଗୁରୁବାର ସମ୍ପନ୍ନ ହୋଇଥିଲା। ଏହାପରେ ସରକାରଙ୍କ ପକ୍ଷରୁ ଜ୍ୟୋଫ୍ରିଙ୍କ ୧୯ ମାସର ଶିଶୁପୁତ୍ର ହାର୍ବି କିଟନଙ୍କୁ ସର୍ବୋଚ୍ଚ ସେବା ମେଡ଼ାଲ ସମ୍ମାନରେ ସମ୍ମାନୀତ କରାଯାଇଛି। ହାର୍ବି ର୍ୟୁରାଲ ଫାୟାର ସର୍ଭିସ୍‌ ପୋଷାକ ପିନ୍ଧି ପିତାଙ୍କ ପକ୍ଷରୁ ମରଣତ୍ତୋର ବୀରତା ସମ୍ମାନ ଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, ଜଙ୍ଗଲ ନିଆଁ ଲିଭାଇବା ସମୟରେ ୩ ଜଣ ଦମକଳ ବାହିନୀ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri