Posted inଫୁରସତ

୧ କି.ଗ୍ରା. ଓଜନର ସୁନା କାନଫୁଲ

ଭାରତର ବହୁ ପୁରୁଣା ସୁନା ଗହଣା ନିର୍ମାତା ଜିଆର୍‌ଟି ଜୁଏଲର୍‌ ନିକଟରେ ଉନ୍ମୋଚନ କରିଛନ୍ତି ୧ କି.ଗ୍ରା. ଓଜନର ଏକ ଝୁମ୍‌କା ଇୟରିଂ। ଏହି ବିରାଟକାୟ ଇୟରିଂ ସମ୍ପୂର୍ଣ୍ଣଭାବେ ହାତ ତିଆରି। ବିଶ୍ୱାସ କରାଯାଉଛି ଏହା ହେଉଛି ପୃଥିବୀର ସବୁଠାରୁ ବଡ଼ ଇୟରିଂ। ଦକ୍ଷିଣ ଭାରତୀୟ ଅଭିନେତ୍ରୀ ନୟନତାରା ଦୁବାଇରେ ଏହାକୁ ଉନ୍ମୋଚନ କରିଥିଲେ। ଉକ୍ତ ଇୟରିଂର ମୂଲ୍ୟ ପ୍ରାୟ ୩୬ ଲକ୍ଷ । ୨୨ କ୍ୟାରେଟ୍‌ ସୁନାରେ ତିଆରି ଉକ୍ତ ଇୟରିଂ ଜିଆର୍‌ଟି ଜୁଏଲର୍‌ଙ୍କ ସଫଳ ୫୦ ବର୍ଷ ଯାତ୍ରାର ଖୁସିରେ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?