Posted inଫୁରସତ

୧ ବର୍ଷରେ ୫୨ଟି ସମୁଦ୍ର କୂଳ ସଫା କଲେ ୭୦ ବର୍ଷୀୟ ବୃଦ୍ଧା

ଯେଉଁ ବସୁଧା ଆମକୁ ବଞ୍ଚିବାକୁ ସମସ୍ତ ଉପାଦାନ ଦେଉଛି ତାକୁ ଏବଂ ତାହାର ପରିବେଶକୁ ସୁରକ୍ଷିତ ରଖିବା ହେଉଛି ଆମର ମୌଳିକ କର୍ତ୍ତବ୍ୟ। ତା’ର ଅବହେଳା କଲେ ତାହା ଅଧିକ କାଳ ତିଷ୍ଠି ରହିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏମିତି ପରିବେଶ ସୁରକ୍ଷା ନେଇ ଚିନ୍ତାପ୍ରକଟ କରିଛନ୍ତି ୭୦ବର୍ଷୀୟ ବୃଦ୍ଧା ପ୍ୟାଟ୍‌ ସ୍ମିଥ୍‌। ପରିବେଶ ସୁରକ୍ଷା ପାଇଁ ସେ ଏକ ଅଭିଯାନ ଆରମ୍ଭ କରିଛନ୍ତି। ବିନା କୌଣସି ସହାୟତାରେ ସେ ୧ ବର୍ଷରେ ୫୨ଟି ସମୁଦ୍ର କୂଳ ସଫାକରି ରେକର୍ଡ କରିଛନ୍ତି। ବ୍ରିଟେନର ଏହି ମହିଳା ବର୍ଯ୍ୟବସ୍ତୁ ଏଣେତେଣେ ପକାଇବାକୁ ନେଇ ଲୋକଙ୍କ ମଧ୍ୟରେ ସlଚେତନା ସୃଷ୍ଟି କରିବାକୁ ଆଗେଇ ଆସିଛନ୍ତି। ସାଧାରଣତଃ ଲୋକମାନେ କହିଥାନ୍ତି ଅଳିଆ ଆବର୍ଜନା ଦେଖି ନାକ ଟେକିଥାନ୍ତି। କିନ୍ତୁ ନିଜେ ଏଥିପାଇଁ ଦାୟୀ ବୋଲି କେବେ ଭାବି ନ ଥାନ୍ତି। ତେଣୁ ଯେବେ ମଣିଷ ପରିବେଶ ପ୍ରତି ସଚେତନ ହେବ, ସେବେ ଯାଇ ଏକ ପ୍ରଦୂଷଣମୁକ୍ତ ସହର ଗଢିଉଠିବା ସମ୍ଭବ ହେବ ବୋଲି ପ୍ୟାଟ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri