୧ ଲକ୍ଷ ଗ୍ରାହକଙ୍କ ଅଭିଯୋଗ ଶୁଣିବ ଏସ୍‌ବିଆଇ

ନୂଆଦିଲ୍ଲୀ,୨୬-୫: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ଏହାର ୧ ଲକ୍ଷ ଗ୍ରାହକଙ୍କର ଅଭିଯୋଗ ଶୁଣିବ। ଆସନ୍ତା ୨୮ରେ ବ୍ୟାଙ୍କ ପକ୍ଷରୁ ସାରା ଦେଶରେ ଗ୍ରାହକ ସମ୍ମିଳନୀ ଆୟୋଜନ କରି ଏସ୍‌ବିଆଇ ଅଭିଯୋଗ ଶୁଣିବା ସହ ଏହାର ସମାଧାନ ମଧ୍ୟ କରିବ। ଗ୍ରାହକଙ୍କ ଅଭିଯୋଗ ସମ୍ପର୍କରେ ବୁଝି ସେବାରେ ଉନ୍ନତି ଆଣିବା ଏହାର ଉଦ୍ଦେଶ୍ୟ ବୋଲି ଏସ୍‌ବିଆଇ ପକ୍ଷରୁ କୁହାଯାଇଛି। ବ୍ୟାଙ୍କ ନିଜର ୧୭ ସ୍ଥାନୀୟ ପ୍ରଧାନ କାର୍ଯ୍ୟାଳୟ ଜରିଆରେ ୫୦୦ରୁ ଅଧିକ ସ୍ଥାନରେ ଗ୍ରାହକ ସମ୍ମିଳନୀ ଆୟୋଜନ କରିବ। ଏକ ଲକ୍ଷରୁ ଅଧିକ ଗ୍ରାହକଙ୍କ ସହ ସିଧାସଳଖ ସମ୍ପର୍କ ରକ୍ଷା କରିବା ବ୍ୟାଙ୍କର ଉଦ୍ଦେଶ୍ୟ ରହିଛି। ବ୍ୟାଙ୍କର ବରିଷ୍ଠ ଅଧିକାରୀମାନେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଏହାଦ୍ୱାରା ବ୍ୟାଙ୍କ ପ୍ରତି ଗ୍ରାହକଙ୍କ ବିଶ୍ୱାସ ଜନ୍ମିବ ବୋଲି ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri