୨ଟି କଦଳୀ ଦାମ୍‌ ୪୪୨ ଟଙ୍କା

ନୂଆଦିଲ୍ଲୀ,୨୬-୭: ବଲିଉଡ୍‌ ଷ୍ଟାର୍‌ ରାହୁଲ ବୋଷ ଚଣ୍ଡୀଗଡର ଏକ ସମୃଦ୍ଧ ହୋଟେଲରେ ଖାଇବା ବେଳେ ମାତ୍ର ୨ଟି କଦଳୀ ପାଇଁ ୪୪୨ ଟଙ୍କା ପ୍ରଦାନ କରିଛନ୍ତି। ସେ ଏ ସମ୍ପର୍କରେ ଟୁଇଟରରେ ସେ ଏକ ଭିଡିଓ ପୋଷ୍ଟ କରି ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ଜଣାପଡିବା ପରେ କର୍ତ୍ତୃପକ୍ଷଙ୍କ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ରାହୁଲ ତାଙ୍କ ଭିଡିଓରେ ଦର୍ଶାଇଛନ୍ତି ଯେ, ହୋଟେଲ ଜେଡବ୍ଲ୍ୟୁ ମାରିୟଟ ମାତ୍ର ୨ଟି କଦଳୀ ପାଇଁ ୪୪୨.୫୦ ଟଙ୍କା ଆଦାୟ କରିଛି। ସମସ୍ତଙ୍କୁ ଏହା ବିଶ୍ୱାସ କରିବାକୁ ହେବ। ଏହି ଟୁଇଟର ପୋଷ୍ଟ ସମ୍ପର୍କରେ ଜାଣିବା ପରେ ଚଣ୍ଡିଗଡ ଡେପୁଟି ଏକ୍ସାଇଜ ଆଣ୍ଡ ଟ୍ୟାକ୍ସେଶନ କମିଶନର ମନଦୀପ ସିଂ ବ୍ରାର୍‌ ବୁଧବାର ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆସିଷ୍ଟାଣ୍ଡ ଏକ୍ସାଇଜ ଆଣ୍ଡ ଟ୍ୟାକ୍ସେଶନ କମିଶନର ରାଜୀବ ଚୌଧୁରୀଙ୍କୁ ଏହାର ତଦନ୍ତ ଦାୟିତ୍ୱ ଦିଆଯାଇଛି। ଅଭିଯୋଗର ସତ୍ୟତା ପ୍ରମାଣିତ ହେବା ପରେ ଉକ୍ତ ହୋଟେଲ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବ୍ରାର୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri