୨ଦିନ ପରେ ନିଖୋଜ ବୃଦ୍ଧଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

ପଟ୍ଟାମୁଣ୍ଡାଇ,୨୩।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଚଉଦକୁଲାଟ ପାଣ୍ଡି ଅଧୀନ ପେଣ୍ଠପାଳ ପଞ୍ଚାୟତ ଦାଣ୍ଡିସାହି ଗ୍ରାମ ଠାକୁରାଣୀ ପୋଖରୀରୁ ବୁଧବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଉକ୍ତ ଗ୍ରାମର ପୀତବାସ ସାହୁ(୭୦)। ସୋମବାର ସକାଳୁ ପୀତବାସ ନିଖୋଜ ଥିବା ବେଳେ ପରିବାର ଲୋକେ ବହୁ ଖୋଜାଖୋଜି କରି ତାଙ୍କୁ ନ ପାଇବାରୁ ଥାନାରେ ଅଭିଯୋଗ କରିଥିଲେ। ତେବେ ବୁଧବାର ସକାଳେ ତାଙ୍କ ମୃତଦେହ ପୋଖରୀରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳା ଡ୍ରେନ୍‌ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି…

ରେଷ୍ଟୁରାଣ୍ଟରେ ବିକୁଥିଲେ ମଦ: ଧରାପଡ଼ିଲେ ୩ ମାଲିକ

ଭୁବନେଶ୍ୱର,୨।୨: ଅବକାରୀ ବିଭାଗ ପକ୍ଷରୁ ସୋମବାର ରାଜଧାନୀରେ ବଡ଼ ଧରଣର ଚଢାଉ କରାଯାଇଛି। ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ବିଭାଗ ସୋମବାର ୩ଜଣ ରେଷ୍ଟୁରାଣ୍ଟ ମାଲିକଙ୍କୁ…

ନିର୍ବାଚନ କମିଶନଙ୍କୁ ମମତାଙ୍କ ଚେତାବନୀ: ଦିଲ୍ଲୀରେ ହେବ SIR ଲଢେଇ

ନୂଆଦିଲ୍ଲୀ,୨।୨: ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କୁ କଡା ଚେତାବନୀ ଦେଇଛନ୍ତି ମମତା ବାନାର୍ଜୀ। ସେ ଅଭିଯୋଗ କରିଛନ୍ତି ଯେ, ସ୍ପେଶାଲ ଇନଟେନସିଭ ରିଭିଜନ୍ (SIR)…

ଯଦି ପାକିସ୍ତାନ ଫାଇନାଲକୁ ଯାଏ, ତେବେ ଭାରତ ସହ ଖେଳିବ ନା ନାହିଁ: ହୋଇଗଲା ବଡ଼ ନିଷ୍ପତ୍ତି

ଇସଲାମାବାଦ୍‌,୨।୨: ପାକିସ୍ତାନ ୨୦୨୬ ଟି-୨୦ ବିଶ୍ୱକପରେ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ସରକାର ଘୋଷଣା କରିଛନ୍ତି ଯେ, ତାଙ୍କ ଦଳ…

ଭାରତର ବଜେଟ୍‌ ଯୋଗୁ କେଉଁ ଦେଶକୁ ବଡ଼ କ୍ଷତି, କାହାକୁ ମିଳିଲା ଫାଇଦା, ଜାଣନ୍ତୁ …

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ କେନ୍ଦ୍ର ବଜେଟ ୨୦୨୬-୨୭ ଉପସ୍ଥାପନ କରିଥିଲେ। ଘରୋଇ ପ୍ରାଥମିକତା ଉପରେ ଧ୍ୟାନ କେନ୍ଦ୍ରିତ ରହିଥିଲେ ମଧ୍ୟ, ବଜେଟ ଭାରତର…

ଲଦାଖକୁ ନେପାଳ, ବାଂଲାଦେଶ କରିବାକୁ ଚାହୁଁଥିଲେ ୱାଙ୍ଗଚୁକ!

ନୂଆଦିଲ୍ଲୀ,୨।୨: ଲଦାଖର ବିଶିଷ୍ଟ ସାମାଜିକ କର୍ମୀ ତଥା ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଅଟକ ରଖିବା ପ୍ରସଙ୍ଗରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ସ୍ପଷ୍ଟୀକରଣ ରଖିଛନ୍ତି। ସୋମବାର ଏହି…

ସମ୍ବଲପୁର ତହସିଲ ଦୁଇ ଭାଗ: ନିଯୁକ୍ତି ହେବେ ଅନେକ ଅମିନ-ଆରଆଇ କହିଲେ…

ସମ୍ବଲପୁର, ୨।୨(ପ୍ରମୋଦ ବହିଦାର): ସମ୍ବଲପୁରର ରାଜସ୍ବ ବିଭାଗ ଓ ବିକାଶମୂଳକ କାର୍ଯ୍ୟକୁ ନେଇ ସୋମବାର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର

ବ୍ରହ୍ମପୁର,୨।୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ ସୋମବାର ଜିଲା ଦୌରାଜଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri