୨ଲକ୍ଷ ୮୫ ହଜାର ଟଙ୍କା ସହ ସୁନା ଅଳଙ୍କାର ଚୋରି, ସନ୍ଧାନୀ କୁକୁର ସହାୟତାରେ ତନାଘନା

ଅନୁଗୋଳ ଅଫିସ, ୨।୭: ଅନୁଗୋଳ ଥାନା ଅନ୍ତର୍ଗତ ଜରସିଂହାଠାରେ ସୋମବାର ବିଳମ୍ବିତ ରାତିରେ ଘନଶ୍ୟାମ ସାହୁଙ୍କ ଘରୁ ଚୋରି ହୋଇଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସପରିବାର ରାତିରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘର ତାଲା ଭାଙ୍ଗି ବିଭିନ୍ନ ସାମଗ୍ରୀ ଚୋରିକରିବା ସହ ଏକ ଆଲମାରିକୁ ପ୍ରାୟ ୧୦୦ ମିଟର ଦୂରକୁ ବୋହି ନେଇଥିଲେ। ଅଲମାରି ଭାଙ୍ଗି ସେଥିରୁ ପ୍ରାୟ ୨ ଲକ୍ଷ ୮୫ ହଜାର ଟଙ୍କା ସମେତ ସୁନା ଅଳଙ୍କାର, ବୈଦେଶିକ ମୁଦ୍ରା ୩୫,୦୦୦ ଚୋରିକରି ନେଇଥିବା ଘନଶ୍ୟାମ ସାହୁ କହିଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri