୨ୟ କରୋନା ରୋଗୀ ଏମ୍‌ସର କିଛି କର୍ମଚାରୀଙ୍କ ସଂସ୍ପର୍ଶରେ ଆସିବା ପ୍ରସଙ୍ଗ: ପ୍ରଭାବିତ ବ୍ୟକ୍ତି ପର୍ଯ୍ୟବେକ୍ଷଣରେ ଥିବା କହିଲେ ବାଗ୍‌ଚୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ୨ୟ କରୋନା ରୋଗୀ ଏମ୍‌ସର କିଛି ଷ୍ଟ୍ରାଫ୍‌ଙ୍କ ସଂସ୍ପର୍ଶରେ ଆସିଥିବା ନେଇ ଚର୍ଚ୍ଚା ହେଉଛି। ଏ ନେଇ ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି, ଘଟଣାକୁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ସର୍ବୋଚ୍ଚ ସ୍ତରରେ ଏହାକୁ ନେଇ ଆଲୋଚନା, ସମୀକ୍ଷା କରାଯାଉଛି। ପ୍ରଭାବିତ ପ୍ରତ୍ୟେକ ବ୍ୟକ୍ତିଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଥିବା ସେ କହିଛନ୍ତି।

୨ୟ କରୋନା ରୋଗୀ ତଥା ୧୯ ବର୍ଷୀୟ ଏହି ଯୁବକ ୟୁକେରୁ ଫେରିଥିଲେ। ୧୮ତାରିଖରେ ଓଡ଼ିଶାରେ ପହଞ୍ଚିଥିବା ପରେ ୧୯ରେ ତାଙ୍କୁ ଆଇସୋଲେଶନରେ ରଖାଯାଇଥିଲା। ଏବେ ତାଙ୍କ ପରିବାରଲୋକଙ୍କୁ ହୋମ୍‌ କ୍ୱାରେଣ୍ଟାଇନରେ ରଖାଯାଇଛି। ଉକ୍ତ ଯୁବକ ୪୬ଜଣ ସଂସ୍ପର୍ଶରେ ଆସିଥିଲେ। ସେମାନଙ୍କମଧ୍ୟରୁ ୪୩ଜଣଙ୍କ ସହ ଯୋଗାଯୋଗ କରାଯାଇଛି। ଅନ୍ୟ ୩ଜଣଙ୍କୁ ଟ୍ରେସ୍‌ କରିବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ୮ଟି ମନିଟରିଂ ଟିମ୍‌ ଗଠନ କରାଯାଇଛି। ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ଆଇସୋଲେଶନ ବ୍ୟବସ୍ଥା କରାଯିବ ବୋଲି ବୋଲି ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର ଏକତରଫା…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri