ଧାମନଗର, ୨୩।୫-ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଦାସ ୨୧୫୨, ଭାଜପା ପ୍ରାର୍ଥୀ ବିଷ୍ଣୁ ସେଠୀ ୨୨୮୭, ଏବଂ କଂଗ୍ରେସ ପ୍ରାର୍ଥୀ ବିଦ୍ୟାଧର ଯେନାଙ୍କୁ ୨୦୨ ଖଣ୍ଡ ଭୋଟ ମିଳିଛି। ଏଥିରେ ଭାଜପା ୧୩୫ ଖଣ୍ଡ ଭୋଟରେ ଆଗୁଆ ଅଛି।
କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...
ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ
ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...
ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼
ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...
ଶୁକଦେବଙ୍କୁ ମୃତ ଭାବି ନେଇଥିଲେ ଘର ଲୋକେ: ୨୫ ବର୍ଷ ପରେ ଘଟିଲା…
ସିମୁଳିଆ,୧l୧୨(ସନ୍ତୋଷ କୁମାର ନାୟକ): ମୃତ ଘୋଷିତ ବ୍ୟକ୍ତି ଘରକୁ ଫେରନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ...
ଭାଇରାଲ ହେଉଛି ସେଜଲଙ୍କ ମା’ଙ୍କ ହାତଲେଖା ଚିଠି, ଏଥିରେ ଲେଖିଛନ୍ତି ସବୁଠୁ ବଡ଼ ଦୁଃଖ ସମୟରେ ମୁଁ ତୁମ…
ବାଲେଶ୍ୱର,୧ା୧୨: ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ଏଥିରେ ସେ ଲେଖିଛନ୍ତି, ତୁମେ ଚାଲିଯାଉଥିବାରୁ ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି।...
ମହିଳା ଜନଶୁଣାଣି କାର୍ଯ୍ୟକ୍ରମ: ଶୁଣାଣି କଲେ ରାଷ୍ଟ୍ରୀୟ ମହିଳା ଆୟୋଗ ସଦସ୍ୟା
ବାଲେଶ୍ୱର, ୨୭।୧୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାପାଳଙ୍କ ଅଡିଟରିୟମ ହଲରେ ଗୁରୁବାରଏକ ଦିବସୀୟ ମହିଳା ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ମହିଳା...
ଜାଲ୍ ଟିପ ଦେଇ ଭତ୍ତା ଟଙ୍କା ହଡ଼ପ କରୁଥିଲେ ପିଇଓ, ଧରିଲେ ଏମପି ପ୍ରତାପ ଷଡ଼ଙ୍ଗୀ, ତା’ପରେ…
ବାଲେଶର, ୨୭।୧୧( ବାଞ୍ଛାନିଧି ଦେ): ଜାଲ୍ ଟିପ ଚିହ୍ନ ଦେଇ ଭତ୍ତା ଟଙ୍କା ହଡ଼ପ କରୁଥିଲେ ପିଇଓ। ଅଭିଯୋଗ ପାଇ ଏମପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ...
ମୃତ୍ୟୁ ଉପତ୍ୟକା ହାତୀ କରିଡର
ବାଲେଶ୍ୱର ଜିଲା ଦେଇ ଯାଇଛି ଶିମିଳିପାଳ-କୁଲଡ଼ିହା-ହଦଗଡ଼ ହାତୀ କରିଡର। ଝାଡ଼ଖଣ୍ଡ ଅଭୟାରଣ୍ୟରୁ ଭାୟା ତପୋବନ (ପଶ୍ଚିମବଙ୍ଗ) ଦେଇ ହାତୀପଲ କୁଲଡ଼ିହା ଅଭୟାରଣ୍ୟକୁ ଆସନ୍ତି। ସାଧାରଣତଃ ନଭେମ୍ବରରେ...
Archives


