Posted inଜାତୀୟ

୨୦ତମ ପ୍ରସବ ପାଇଁ ପ୍ରଥମ ଥର ହସ୍ପିଟାଲ ଗଲେ ଲଙ୍କାବାଇ

ମୁମ୍ବାଇ,୧୦।୯: ମହାରାଷ୍ଟ୍ରର ବିଡ ଜିଲାରେ ଜଣେ ମହିଳା ୨୦ଥର ମା’ ହେବାକୁ ଯାଉଛନ୍ତି। ୩୮ବର୍ଷୀୟ ଲଙ୍କାବାଇ ୭ମାସର ଗର୍ଭବତୀ ଥିବା ବେଳେ ପ୍ରଥମ ଥର ପାଇଁ ସେ ହସ୍ପିଟାଲରେ ପ୍ରସବ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ସେ ୧୯ଟି ପିଲାଙ୍କୁ ଘରେ ହିଁ ଜନ୍ମ ଦେଇଥିଲେ। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଲଙ୍କାବାଇ ଗୋପାଳ ସମ୍ପ୍ରଦାୟର ହୋଇଥିବା ବେଳେ ସେ ଯାଯାବର ଭାବେ ଜୀପନଯାପନ କରନ୍ତି। ମହିଳାଙ୍କର ୧୬ଟି ପ୍ରସବ ସଫଳ ହୋଇଥିବା ବେଳେ ଆଉ ୩ଟି ଭ୍ରୁଣଙ୍କୁ ସେ ନଷ୍ଟ କରିଦେଇଛନ୍ତି। ତେବେ ୧୬ଟି ପ୍ରସବରୁ ୧୧ଟି ପିଲା ଜୀବିତ ଥିବା ଜଣାପଡ଼ିଛି। ଅନ୍ୟ ୫ଟି ପିଲା ଜନ୍ମହେବାର କିଛି ଘଣ୍ଟା ବା କିଛି ଦିନ ପରେ ମୃତ୍ୟୁ ହୋଇଯାଇଥିଲା। ଅନ୍ୟପଟେ ଲଙ୍କାବାଇ ୨୦ଥର ମା’ ହେବା କଥା ଶୁଣି ଡାକ୍ତର ଚକିତ ହେବା ସହ ମା’ ଛୁଆଙ୍କୁ ସଂକ୍ରମଣ ହେବା ଭୟରେ ତାଙ୍କର ଆବଶ୍ୟକୀୟ ପରୀକ୍ଷା କରାଯାଇଛି। ଏଥିସହ ପ୍ରସବ ପାଇଁ ତାଙ୍କୁ ସରକାରୀ ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ ଡାକ୍ତର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri