୨୦ରୁ ଆଦାୟ ହେବ ଟୋଲ୍‌ ଟାକ୍ସ

ନୂଆଦିଲ୍ଲୀ,୧୯।୪: ଚଳିତ ମାସ ୨୦ ତାରିଖରେ ଟୋଲ୍‌ ଟାକ୍ସ ସଂଗ୍ରହ ପୁଣି ଥରେ ଆରମ୍ଭ ହେବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇଛି। ସରକାରଙ୍କ ଏଭଳି ନିଷ୍ପତ୍ତିକୁ ପରିବହନ ଏବଂ ଲଜିଷ୍ଟିକ୍‌ କ୍ଷେତ୍ର ସହ ଜଡିତ ବ୍ୟକ୍ତିବିଶେଷ ବିରୋଧ କରିଛନ୍ତି। ଲକ୍‌ଡାଉନ ପାଇଁ ୨୫ ମାର୍ଚ୍ଚରୁ ସରକାର ଟୋଲ୍‌ ଟିକସ ସଂଗ୍ରହକୁ ବାଦ୍‌ ଦେଇଥିଲେ। ଜରୁରୀ ସାମଗ୍ରୀ ପରିବହନ ପାଇଁ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଥିଲେ। ୨୦ ଏପ୍ରିଲଠାରୁ କିଛି କ୍ଷେତ୍ରରେ ଆର୍ଥତ୍କ କାର୍ଯ୍ୟକଳାପକୁ ସରକାର ଅନୁମତି ପ୍ରଦାନ କରିଛନ୍ତି। ଏହାକୁ ଧ୍ୟାନରେ ରଖି ଟୋଲ୍‌ ଟିକସ ସଂଗ୍ରହ ନେଇ ନିଷ୍ପତ୍ତି ହୋଇଥିବା ପରିବର୍ତ୍ତିତ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପିଏସ୍‌ଇଜେଡ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୧୦ା୫: ଆଦାନୀ ପୋଟର୍ସ ଆଣ୍ଡ ସ୍ପେଶିଆଲ ଇକୋନୋମିକ୍‌ ଜୋନ୍‌ (ଏପିଏସ୍‌ଇଜେଡ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ...

ଟାଟା ଷ୍ଟିଲ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୧୦ା୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌ ନିକଟରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଉଲ୍ଲେଖଯୋଗ୍ୟ,...

ଡାବର ଇଣ୍ଡିଆର ନୂତନ ଅଭିଯାନ

ଭୁବନେଶ୍ୱର,୧୦ା୫ (ଅଭୟ ଦାଶ): ଡାବର ଇଣ୍ଡିଆ ଲିମିଟେଡ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଅଗ୍ରଣୀ ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌ ଡାବର ଗ୍ଲୁକୋଜ ପକ୍ଷରୁ...

ଆଜି ଅକ୍ଷୟତୃତୀୟା

ଭୁବନେଶ୍ୱର,୧୦ା୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଘରୋଇ ବଜାରର ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ‘ଅକ୍ଷୟ ତୃତୀୟା ମହୋତ୍ସବ’ର ଆୟୋଜନ କରାଯାଇଛି। ଅକ୍ଷୟ ତୃତୀୟା ଉପଲକ୍ଷେ...

ଏପ୍ରିଲରେ ହୋଣ୍ଡାର ୧୦,୮୬୭ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୧୦ା୫:  ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ମାସିକ ଗାଡ଼ି ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ୨୦୨୪ ଏପ୍ରିଲରେ କମ୍ପାନୀ ମୋଟ ୧୦,୮୬୭ ୟୁନିଟ୍‌...

ନିବେଶକ ହରାଇଲେ ୭ ଲକ୍ଷ କୋଟିରୁ ଅଧିକ, ୩ଦିନରେ କମିଲା ପ୍ରାୟ ୧୧ଲକ୍ଷ କୋଟି

ନୂଆଦିଲ୍ଲୀ,୧୦ା୫: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇରେ ପଞ୍ଜୀକୃତ ଷ୍ଟକ୍‌ଗୁଡିକର ଶେୟାର ବଡ...

୬୦୦ ପଏଣ୍ଟ ଖସିଲା ସେନ୍‌ସେକ୍ସ, ୨ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୯।୫: ଗୁରୁବାର ଅପରାହ୍ନ ବାଣିଜ୍ୟ ସେସନ୍‌ରେ ଉଭୟ ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇବାରୁ ନିବେଶକମାନେ 2 ଲକ୍ଷ କୋଟିରୁ ଅଧିକ ଟଙ୍କା କ୍ଷ୍ୟତି ସହିଛନ୍ତି।...

ଅକ୍ଷୟ ତୃତୀୟା ପୂର୍ବରୁ ବୃଦ୍ଧି ପାଇଲା ସୁନା ଓ ରୂପା ମୂଲ୍ୟ, ଜାଣନ୍ତୁ ପ୍ରମୁଖ ସହର ଗୁଡିକର ତାଜା ରେଟ୍ ?

ନୂଆଦିଲ୍ଲୀ,୯।୫: ଶୁକ୍ରବାର ଅକ୍ଷୟ ତୃତୀୟା ପର୍ବ ସାରା ଦେଶରେ ପାଳନ କରାଯିବ। ଏହି ଦିନ ସୁନା କିଣିବାର ବିଶେଷ ମହତ୍ତ୍ୱ ରହିଛି। ଯଦି ଆପଣ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri