୨୦ରେ ଚନ୍ଦ୍ରକକ୍ଷରେ ପହଞ୍ଚତ୍ବ ଚନ୍ଦ୍ରୟାନ-୨

ଅହମଦାବାଦ: ଭାରତର ଦ୍ୱିତୀୟ ମୁନ୍‌ ମିଶନ୍‌ ‘ଚନ୍ଦ୍ରୟାନ-୨’ ଅଗଷ୍ଟ ୨୦ରେ ଚନ୍ଦ୍ର କକ୍ଷରେ ପହଞ୍ଚତ୍ବା ଆଶା କରାଯାଉଛି। ଏହା ସେପ୍ଟେମ୍ବର ୭ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଅଧ୍ୟକ୍ଷ କେ. ଶିବନ୍‌ ପ୍ରକାଶ କରିଛନ୍ତି। ଏଠାରେ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ଡକ୍ଟର ବିକ୍ରମ ସରାଭାଇଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବରେ ଯୋଗଦେଇ ଶିବନ୍‌ ଏହା କହିଛନ୍ତି। ୩,୮୫୦ କିଲୋଗ୍ରାମ ବିଶିଷ୍ଟ ଚନ୍ଦ୍ରୟାନ-୨ ହେଉଛି ୩ ମୋଡୁଲ ବିଶିଷ୍ଟ ସ୍ପେସ୍‌କ୍ରାଫ୍ଟ। ଏଗୁଡିକ ଅର୍ବିଟର, ଲ୍ୟାଣ୍ଡର ଏବଂ ରୋଭର। ଏହାକୁ ଜୁଲାଇ ୨୨ରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ଲଞ୍ଚ୍‌ କରାଯାଇଥିଲା। ଅଗଷ୍ଟ ୧୪ ରାତି ୩ଟା ୩୦ରେ ଚନ୍ଦ୍ରୟାନ-୨ ପୃଥିବୀର କକ୍ଷପଥ ଛାଡି ଚନ୍ଦ୍ର ଅଭିମୁଖେ ଯାତ୍ରା କରିବ। ଅଗଷ୍ଟ ୨୦ରେ ଏହା ଚନ୍ଦ୍ରର କକ୍ଷପଥରେ ପହଞ୍ଚତ୍ବ। ଏହା ଚନ୍ଦ୍ରକୁ ପରିକ୍ରମା କରି ସେପ୍ଟେମ୍ବର ୭ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ। ଉକ୍ତ ଯାନର ସମସ୍ତ ସିଷ୍ଟମ ଭଲଭାବେ କାର୍ଯ୍ୟ କରୁଥିବା ଶିବନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri