୨୦୦ ଫୁଟ ଉଚ୍ଚ ବିଦ୍ୟୁତ୍‌ ଟାଓ୍ବାରରେ ଚଢ଼ି ସେଲଫି ନେଲେ ବିଦେଶୀ ପର୍ଯ୍ୟଟକ

ବାରାଣସୀ,୫।୨: ଉତ୍ତରପ୍ରଦେଶ ବାରାଣସୀରେ ଜଣେ ବିଦେଶୀ ପର୍ଯ୍ୟଟକ ୨୦୦ ଫୁଟ ଉଚ୍ଚ ବିଦ୍ୟୁତ୍‌ ଟାଓ୍ବାରରେ ଚଢ଼ି ସେଲଫି ନେବା ପରେ ପାରାଚ୍ୟୁଟ୍‌ରେ ତଳକୁ ଡେଇଁଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ରାମନଗର ଅଞ୍ଚଳର ଓ୍ବାଜିଦ୍‌ପୁରରେ ଏଭଳି ଘଟଣା ଘଟିଛି। ଜଣେ ପର୍ଯ୍ୟଟକ ୩୩ କେଭି ହାଇ ଟେନସନ୍‌ ଟାଓ୍ବାରରେ ଚଢ଼ି ଥିବାବେଳେ ଅନ୍ୟ ଜଣେ ତଳେ ଠିଆ ହୋଇଥିଲେ। ଟାଓ୍ବାର ଉପରେ ଚଢ଼ି ପର୍ଯ୍ୟଟକ ଜଣକ ପ୍ରାୟ ୩୦ ସେକେଣ୍ଡ ଧରି ସେଲଫି ନେଇଥିଲେ। ଏହା ଦେଖି ଟାଓ୍ବାର ତଳେ ବହୁ ଲୋକ ଗହଳି କରିଥିଲେ। ତେବେ କିଛି ସମୟ ପରେ ପର୍ଯ୍ୟଟକମାନେ ସେଠାରୁ ଚାଲିଯାଇଥିଲେ। ଏହି ଖବର ଜଣାପଡ଼ିବା ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ତେବେ ଦୁହେଁ ଇଟାଲୀର ବାସିନ୍ଦା। ସେମାନେ ସ୍ତ୍ରୀସ୍ବାମୀ ବୋଲି ଗହଳି ଜମାଇଥିବା ଲୋକଙ୍କୁ କହିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri