ଜୟପୁର,୨।୩(ଡି.ଏନ୍.ଏ.): ହାଇଦ୍ରାବାଦରୁ ଏକ କ୍ୟାଣ୍ଟନରରେ ୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ମାଲକାନଗିରି ଜିଲାର କୋରୁକୋଣ୍ଡା ବ୍ଲକ ଅଞ୍ଚଳକୁ ଚାଲାଣ ବେଳେ ସୋମବାର ଭୋର୍ରୁ ଜୟପୁର ଟାଉନ ପୋଲିସ ଜବତ କରିଛି। ଏନେଇ ଡ୍ରାଇଭର ଏବଂ ହେଲପରଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଥିବା ପୋଲିସ କହିଛି।
ଜୟପୁର,୨।୩(ଡି.ଏନ୍.ଏ.): ହାଇଦ୍ରାବାଦରୁ ଏକ କ୍ୟାଣ୍ଟନରରେ ୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ମାଲକାନଗିରି ଜିଲାର କୋରୁକୋଣ୍ଡା ବ୍ଲକ ଅଞ୍ଚଳକୁ ଚାଲାଣ ବେଳେ ସୋମବାର ଭୋର୍ରୁ ଜୟପୁର ଟାଉନ ପୋଲିସ ଜବତ କରିଛି। ଏନେଇ ଡ୍ରାଇଭର ଏବଂ ହେଲପରଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଥିବା ପୋଲିସ କହିଛି।
ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...
ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...
ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...
ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ...
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...
