Posted inଜାତୀୟ

୨୦୧୫ରୁ ୨୦୧୮ ପର୍ଯ୍ୟନ୍ତ ସେନା ଯବାନଙ୍କୁ ପୋଷାକ-ଖାଦ୍ୟ ସାମଗ୍ରୀ ମିଳିବାରେ ହୋଇଥିଲା ଅନିୟମିତତା: ସିଏଜି ରିପୋର୍ଟ

ନୂଆଦିଲ୍ଲୀ,୪।୨: ଦେଶର ସୁରକ୍ଷା ସେନା ଯବାନଙ୍କ ହାତରେ ରହିଛି। ତେବେ ସେମାନଙ୍କୁ ମଧ୍ୟ ୩ ବର୍ଷ ଧରି ନିୟମିତ ପୋଷାକ ଏବଂ ଆବଶ୍ୟକ ଖାଦ୍ୟ ସାମଗ୍ରୀ ମିଳୁ ନାହିଁ। ଏନେଇ ସିଏଜିଙ୍କ ପକ୍ଷରୁ ଲୋକ ସଭାରେ ଉପସ୍ଥାପନ ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୫ରୁ ୨୦୧୮ ପର୍ଯ୍ୟନ୍ତ ସେନା ଯବାନଙ୍କ କ୍ଷେତ୍ରରେ ଏଭଳି ଅନିୟମିତା ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ୨୦୧୬ରେ ସେନା ଯବାନଙ୍କୁ ପିନ୍ଧିବା ପାଇଁ ଜୋତା ମଧ୍ୟ ଯୋଗାଇବାରେ ଅନିୟମିତତା ହୋଇଥିଲା। ଏପରିକି ୨୦୧୪ଠାରୁ ୨୯୭ ଅକ୍ସିଜେନ୍‌ ସିଲିଣ୍ଡର ମଧ୍ୟ ସେନାଙ୍କୁ ଦିଆଯାଇ ନ ଥିଲା। ଏସବୁ ସିଲିଣ୍ଡରଗୁଡ଼ିକର ଶେଷ ବ୍ୟବହାର ତାରିଖ ୨୦୧୪ ସେପ୍ଟେମ୍ବର ଥିଲା। ଏସମ୍ପର୍କରେ କେନ୍ଦ୍ରୀୟ ଅଡିର୍ନାସ୍‌ ଡିପୋ ପକ୍ଷରୁ ୨୦୧୮ ଜୁନ୍‌ରେ ସୂଚନା ଦିଆଯାଇଥିଲା। ପୋଷାକ ଏବଂ ଖାଦ୍ୟ ପଦାର୍ଥର ଅଭାବ ନ ଥିଲେ ମଧ୍ୟ ଏହାର ଯୋଗାଣ ଠିକ୍‌ ଭାବେ କରାଯାଇ ନ ଥିବା ସିଏଜି ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୯ ଡିସେମ୍ବରରେ ଏହି ରିପୋର୍ଟ ରାଜ୍ୟ ସଭାରେ ଉପସ୍ଥାପିତ ହୋଇଥିବାବେଳେ ଲୋକ ସଭାରେ ଉପସ୍ଥାପନ ହୋଇ ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚୁରମାର ହେଲା ୟୁନିର୍ଭସିଟି ପ୍ରତିଷ୍ଠା ସ୍ୱପ୍ନ! ଜମି ବିକିଦେଲେ ଖାନ ସାର୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧।୨:ନିକଟରେ ସୋସିଆଲ ମିଡିଆରେ ଖବର ପ୍ରକାଶ ପାଇଥିଲା ଯେ ଖାନ ସାର୍‌ କୋଏଲୱାରରେ ଏକ ବଡ଼ ଜମି କିଣି ସେଠାରେ ଏକ ବିଶ୍ୱବିଦ୍ୟାଳୟ ନିର୍ମାଣ କରିବାକୁ ଯୋଜନା…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri