୨୦୧୭ ତୁଳନାରେ କମ୍‌ ହୋଇଛି ୫୯୭ ଏଟିଏମ୍‌

ମୁମ୍ବାଇ,୯-୬: ଦେଶରେ ଏଟିଏମ୍‌ ସଂଖ୍ୟା ୨୦୧୭ ତୁଳନାରେ ୨୦୧୯ରେ କମିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ରିପୋର୍ଟରେ ପ୍ରକାଶ କରାଯାଇଛି। ୨୦୧୯ରେ ଏହି ସଂଖ୍ୟା ୫୯୭ କମିଛି ବୋଲି କୁହାଯାଇଛି। ୨୦୧୭ ଶେଷରେ ଦେଶରେ ଏଟିଏମ୍‌ ସଂଖ୍ୟା ୨,୨୨,୩୦୦ ଥିଲା ବେଳେ ଚଳିତ ବର୍ଷ ମାର୍ଚ୍ଚ ସୁଦ୍ଧା ଏହା ହ୍ରାସ ପାଇ ୨,୨୧,୭୦୩ ରହିଛି। ‘ବେଞ୍ଚମାର୍କିଙ୍ଗ୍‌ ଇଣ୍ଡିଆ ପେମେଣ୍ଟ ସିଷ୍ଟମ’ ନାମରେ ଆର୍‌ବିଆଇ ରିପୋର୍ଟ ଜାରି କରାଯାଇଛି। ରିପୋର୍ଟରୁ ଏହା ମଧ୍ୟ ଜଣାପଡିଛି ଯେ, ଦେଶରେ ନଗଦ କାରବାର ଯେତିକି ହେଉଛି, ସେହି ତୁଳନାରେ ଏଟିଏମ୍‌ ବ୍ୟବହାର ହେଉ ନାହିଁ। ବର୍ତ୍ତମାନ ଦେଶରେ ଏଟିଏମ୍‌ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିଲେ ହେଁ ୨୦୧୨ରୁ ୨୦୧୭ ମଧ୍ୟରେ ଏହାର ପ୍ରତିଷ୍ଠା ଗତି ଚାଇନା ପଛକୁ ଥିଲା। ବିଶ୍ଲେଷଣରୁ ଜଣାପଡିଛି ଯେ, ୨୦୧୨ରୁ ୨୦୧୭ ମଧ୍ୟରେ ଏଟିଏମ୍‌ ପ୍ରତିଷ୍ଠା ପ୍ରାୟ ଦ୍ୱିଗୁଣା ହୋଇଥିଲା। ୨୦୧୨ରେ ୧୦,୮୩୨ ଲୋକଙ୍କ ପାଇଁ ଗୋଟିଏ ଏଟିଏମ୍‌ ଥିଲା ବେଳେ ୨୦୧୭ରେ ଏହା ୫୯୧୯କୁ ଖସି ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri