୨୦୧୯ରେ ୫୬ ଖବରଦାତାଙ୍କୁ ହତ୍ୟା

ଜାତିସଂଘ,୨୨।୧(ଆଇଏଏନ୍‌ଏସ୍‌): ୨୦୧୯ରେ ବିଶ୍ୱର ୫୬ ଖବରଦାତାଙ୍କୁ ହତ୍ୟା କରାଯାଇଛି। ଅଧିକାଂଶ ବିବାଦୀୟ ଅଞ୍ଚଳ ବାହାରେ ପ୍ରାଣ ହରାଇଥିବା ଜାତିସଂଘ ରିପୋର୍ଟରେ ଦର୍ଶାଯାଇଛି। ୨୦୧୮ ତୁଳନାରେ ଏହା ପ୍ରାୟ ଅଧା କମିଥିବା ଜାତିସଂଘ ମହାସଚିବ ଆଣ୍ଟୋନିିଓ ଗୁଟେରେସ୍‌ ସୂଚନା ଦେଇଛନ୍ତି। ଏ ସମ୍ପର୍କିତ ତଥ୍ୟ ‘ୟୁନେସ୍କୋ ଅବ୍‌ଜରଭେଟୋରି ଅଫ୍‌ କିଲ୍ଡ ଜର୍ନାଲିଷ୍ଟ’ ପୁସ୍ତକରେ ରହିଛି। ୨୦୧୦ରୁ ୨୦୧୯ ମଧ୍ୟରେ ମୋଟ ୮୯୪ ଖବରଦାତାଙ୍କୁ ହତ୍ୟା କରାଯାଇଥିବା ୟୁନେସ୍କୋ ଦର୍ଶାଇଛି। ବର୍ଷକୁ ହାରାହାରି ୯୦ ଖବରଦାତାଙ୍କୁ ହତ୍ୟା କରାଯାଇଥିବା ଏଥିରୁ ସ୍ପଷ୍ଟ ଅନୁମେୟ। ଲାଟିନ୍‌ ଆମେରିକା, କାରିବିୟାନରେ ସର୍ବାଧିକ ଖବରଦାତାଙ୍କ ପ୍ରାଣ ଯାଇଛି। ରାଜନୀତି, ଦୁର୍ନୀତି, ଅପରାଧ ସମ୍ପର୍କରେ ରିପୋର୍ଟିଂ କଲାବେଳେ ଖବରଦାତାଙ୍କୁ ଟାର୍ଗେଟ କରାଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri