Posted inଜାତୀୟ

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ମିଳିବ ପେନଶନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌।

ବଜେଟ୍‌ ମୁଖ୍ୟାଂଶ

-୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ମିଳିବ ପେନଶନ୍‌
-ଛୋଟ ଦୋକାନୀଙ୍କୁ ୫୯ ମିନିଟରେ ଋଣ, ୧.୯୫ କୋଟି ଘର ଯୋଗାଇବାକୁ ଯୋଜନା
-୪ ବର୍ଷରେ ଗଙ୍ଗା ନଦୀରେ ଚାଲିବ କାର୍ଗୋ, ଅଧିକ ଏଫଡିଆଇ ଆଣିବାକୁ ଉଦ୍ୟମ ହେବ
-ସେୟାର ବଜାରକୁ ନିବେଶକ ଫ୍ରେଣ୍ଡଲି କରିବୁ, ସେୟାର ବଜାରରେ ବିଦେଶୀ ନିବେଶ ସହଜ କରିବୁ
-ବୀମା କ୍ଷେତ୍ରରେ ୧୦୦% ବିଦେଶୀ ନିବେଶ ପ୍ରସ୍ତାବ, ଗଣମାଧ୍ୟମରେ ବିଦେଶୀ ନିବେଶର ସୀମା ବଢ଼ିବ
-ବଜେଟରେ ୱାନ ନେସନ ୱାନ ଗ୍ରୀଡ ଯୋଜନାର ଘୋଷଣା, ରେଲୱେରେ ପିପିପି ମଡେଲ ଆପଣାଯିବ
-ଅନ୍ତର୍ଦେଶୀୟ ଜଳମାର୍ଗ ବିକଶିତ କରିବାର ଆବଶ୍ୟକତା, ରେଳ ଭିତ୍ତିଭୂମି ପାଇଁ ୫୦ ହଜାର କୋଟିର ଆବଶ୍ୟକତା ରହିଛି
-ଏମଏସଏମି ପାଇଁ ଅନଲାଇନ୍‌ଇନ ପୋର୍ଟାଲ ହେବ, ଆଦର୍ଶ ଭଡ଼ା ଆଇନ ଅଣାଯିବ
-ପରିବହନ କ୍ଷେତ୍ରରେ ତୀବ୍ର ବିକାଶ ଉପରେ ଗୁରୁତ୍ୱ, ଲୋକଙ୍କୁ ଶସ୍ତାରେ ଇବାହନ ଯୋଗାଯିବ
-ଗାଁ-ସହର ଭିତରେ ଫରକ ଦ୍ରୁତ ଗତିରେ କମୁଛି, ରେଲୱେରେ ଘରୋଇ ଭାଗିଦାରୀ ବଢ଼ାଯିବ
-ଜଳପଥରେ ବ୍ୟବସାୟ ସହଜ ହେଉଛି, ୨୧୦ ମେଟ୍ରୋ ଲାଇନରେ ଚଳାଚଳ ହୋଇଛି


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri