Posted inଜାତୀୟ

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୫ ଲକ୍ଷରୁ କମ ଆୟ ପାଇଁ ଆୟକର ସମ୍ପୂର୍ଣ୍ଣ ଛାଡ ଘୋଷଣା

ନୂଆଦିଲ୍ଲୀ ୫।୭: ଶୁକ୍ରବାର ସଂସଦରେ ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌।

-୫ ଲକ୍ଷରୁ କମ୍‌ ଆୟ ପାଇଁ ଆୟକର ଛାଡ

-କପୋରେଟ୍‌ ଟିକସ କ୍ଷେତ୍ରରେ କୋହଳ ମନୋଭାବ ପୋଷଣ

-ଇଲେକ୍ଟ୍ର୍ରିକାର୍‌ କିଣିଲେ ଟିକସ ରିହାତି ମିଳିବ

-୨୫% କାରବାର ପାଇଁ କାରବାର ପରିମାଣ ୪ ଶହ କୋଟିକୁ ବୃଦ୍ଧି ପ୍ରସ୍ତାବ

-ପ୍ୟାନ୍‌-କାର୍ଡ-ଆଧାରକାର୍ଡ ଇଣ୍ଟର ଚେଞ୍ଜ୍‌ ପ୍ରସ୍ତାବ

-ପ୍ୟାନ୍‌ କାର୍ଡ ନ ଥିଲେ ଆଧାର କାର୍ଡ ନମ୍ବରରେ ଦେଇହେବ ଟିକସ

-ଆଧାର କାର୍ଡ ନ ଥିଲେ ପ୍ୟାନ୍‌ କାର୍ଡ ଜରିଆରେ ପରିଚୟ ଦେଇହେବ


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?