୨୦୨୦ରେ ଭୁବନେଶ୍ୱର ଆର୍ଟ ସମିଟ୍‌

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅଜର୍ର୍ନ କରିଥିବା କଳାକାରମାନଙ୍କ ଚିତ୍ରକଳାକୁ ନେଇ ଭୁବନେଶ୍ୱର ‘ଆର୍ଟ ସମିଟ୍‌ ୨୦୧୯’ର ପ୍ରି-ଶୋ ଓଡ଼ିଶା ମଡର୍ନ ଆର୍ଟ ଗ୍ୟାଲେରି ପରିସରରେ ଆୟୋଜିତ ହୋଇଛି। ଭୁବନେଶ୍ୱର ଆର୍ଟ କାଉନ୍‌ସିଲ୍‌ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଶନିବାରଠାରୁ ଆରମ୍ଭ ହୋଇଥିବାବେଳେ ସୋମବାର ଉଦ୍‌ଯାପିତ ହେବ। ଆସନ୍ତା ୨୦୨୦ ନଭେମ୍ବର ମାସରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟ କାର୍ଯ୍ୟକ୍ରମ ପୂର୍ବରୁ ଏକ ପ୍ରି-ଶୋ’ଭାବେ ଏହା ଆୟୋଜିତ ହେଉଛି। ରାକେଶ ରତନ ନାଥଙ୍କ କନ୍‌ସେପ୍ଟରେ ଆୟୋଜିତ ଏହି ଶୋ’ରେ ପରିବର୍ତ୍ତନ ମହାନ୍ତି, ସୁଜିତ ମଲ୍ଲିକ, ଦେବାଶିଷ ମିଶ୍ର, ପୂର୍ଣ୍ଣିମା ବେହେରା, ଦୀପ୍ତି ବିଶ୍ୱାଳ, ଶିବାନୀ ପଟ୍ଟନାୟକ, ଜ୍ୟୋତିପ୍ରକାଶ ମିଶ୍ର ପ୍ରମୁଖଙ୍କ ଚିତ୍ରକଳା ଏଠାରେ ପ୍ରଦର୍ଶିତ ହୋଇଛି। କ୍ଷୀତିଶ ଦାଶ ଏବଂ ମାହେଶ୍ୱରୀ ପଟ୍ଟନାୟକ ପ୍ରଦର୍ଶନୀ ପରିଚାଳନା ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି...

ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା: ତୃତୀୟ ସ୍ଥାନରେ ଓଡ଼ିଆ ଅଫିସର ମନ୍ଦାକିନୀ

ଭୁବନେଶ୍ୱର, ୧୯।୩ (ବନ୍ଦନା ସେଠୀ): ଚତୁର୍ଥ ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା ଉତ୍ତର ପ୍ରଦେଶର ଆମ୍ରୋହାଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶର ପ୍ରାୟ ୫ଶହ ପ୍ରତିଯୋଗୀ...

ଆଦିବାସୀଙ୍କ ବିକାଶକୁ ପ୍ରାଥମିକତା ଦେଇଛୁ: ବିଜେଡି

ଭୁବନେଶ୍ୱର,୧୯ା୩(ଅନିଲଦାସ):ଆଦିବାସୀ ସମ୍ପ୍ରଦାୟ ଓଡ଼ିଶା ରାଜ୍ୟ ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେମାନେ ଅନନ୍ୟ ସଂସ୍କୃତି, ଜୀବନଶୈଳୀର ପ୍ରତିନିଧିତ୍ୱ କରନ୍ତି। ଉଦ୍ଭିଦର ଔଷଧୀୟ ଦିଗ ସମେତ ଜଙ୍ଗଲ...

ଆଜି ଉମରକୋଟ ଗସ୍ତରେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୩(ସୁନିତ୍‌ ମିଶ୍ର): ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟକୁ ଦିନିକିଆ ଗସ୍ତରେ ଆସୁଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୦...

ପ୍ରାର୍ଥୀ ଚୟନ ନେଇ ଆଗେଇଲେ ବିଜେଡି, ଭାଜପା

ଭୁବନେଶ୍ୱର, ୧୯।୩(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାର ଦୁଇ ଦିନ ପରେ ବିଜେଡି ଶୀର୍ଷ ନେତୃତ୍ୱ ଲୋକ ସଭା ନିର୍ବାଚନମଣ୍ଡଳୀଓ୍ବାରି ସାଙ୍ଗଠନିକ...

କଳା କଲରାପତରିଆ ବାଘୁଣୀ ସହିତ ଯାଆଁଳା ଛୁଆ: କ୍ୟାମେରାରେ କଏଦ

ଭୁବନେଶ୍ୱର, ୧୯।୩(ଅସମାପିକା ସାହୁ):ରାଜ୍ୟରେ ପୁଣି ଦେଖାଯାଇଛି କଳା କଲରାପତରିଆ ବାଘ। ଏଥର କିନ୍ତୁ ମା’ ସହ ଛୁଆକୁ ଦେଖିବାକୁ ମିଳିଛି। କେନ୍ଦ୍ରୀୟ ଓଡ଼ିଶାର ଏକ ଜଙ୍ଗଲରେ...

୪୫ରୁ ୫୫ କି.ମି. ବେଗରେ ବହିବ ପବନ, କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯ା୩ (ଅନିଲଦାସ):ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର...

ପ୍ରବଳ ଗ୍ରୀଷ୍ମ ପ୍ରବାହ ଆଶଙ୍କା:ଜିଲାପାଳଙ୍କୁ ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୧୯ା୩ (ଅନିଲଦାସ):ରାଜ୍ୟରେ ଆସନ୍ତା ଏପ୍ରିଲ ଓ ମେ’ ମାସରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ନିର୍ବାଚନ ତାରିଖ ଘୋଷଣା ହୋଇ ସାରିଥିବାରୁ ଏପ୍ରିଲ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri