Posted inଜାତୀୟ

୨୦୨୦ ନଭେମ୍ବରରେ ରାଜ୍ୟ ସଭାରେ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ସମ୍ଭାବନା

ନୂଆଦିଲ୍ଲୀ,୨୮।୫: ଦେଶର ୧୭ତମ ଲୋକ ସଭାରେ ଭାଜପା ନେତୃତ୍ୱାଧୀନ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ତେବେ ରାଜ୍ୟ ସଭାରେ ଏବେ ଏନ୍‌ଡିଏର ୧୦୨ ସଦସ୍ୟ ଅଛନ୍ତି। ସେହିପି ୟୁପିଏର ୬୫ ସଦସ୍ୟ ଅଛନ୍ତି। ରାଜ୍ୟସଭାରେ ସଂଖ୍ୟା ଗରିଷ୍ଠତା ହାସଲ ପାଇଁ ୧୨୩ ସଦସ୍ୟ ରହିବା ଆବଶ୍ୟକ। ୨୦୧୯ର ରାଜ୍ୟ ସଭାର ୧୦ଟି ଆସନ ଖାଲି ହେବ। ସେହିପରି ୨୦୨୦ରେ ୭୨ ଆସନ ଖାଲି ହେବ। ସେଥିମଧ୍ୟରୁ ଏପ୍ରିଲ୍‌ରେ ୫୫, ଜୁନ୍‌ରେ ୫, ଜୁଲାଇରେ ଗୋଟିଏ ଏବଂ ନଭେମ୍ବରରେ ୧୧ଟି ଆସନ ଖାଲି ହେବ। ଏପରିସ୍ଥଳେ ଏନ୍‌ଡିଏ ମହାରାଷ୍ଟ୍ର, ହରିୟାଣା, ଝାଡ଼ଖଣ୍ଡରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନରେ ଆବଶ୍ୟକ ସଦସ୍ୟ ଯୋଗାଡ଼ କରିବାକୁ ସକ୍ଷମ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri