Posted inଜାତୀୟ

୨୦୨୨ ସୁଦ୍ଧା ସବୁ ପରିବାରକୁ ପକ୍କାଘର

ନୂଆଦିଲ୍ଲୀ, ୪ା୨(ପି.ଟି.): ସବୁ ଗରିବ ପରିବାରକୁ ୨୦୨୨ ସୁଦ୍ଧା ପକ୍କାଘର ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। କର୍‌କର୍‌ଦୁମାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧନ କରି ମୋଦି କହିଛନ୍ତି, ଏଏପି ସରକାର ବିକାଶ କାର୍ଯ୍ୟକୁ ଅଟକାଇ ରଖିଛି। ଦିଲ୍ଲୀରେ ଭାଜପା ସରକାର ଗଢ଼ିଲେ ବିକାଶ କାର୍ଯ୍ୟ ତ୍ୱରାନ୍ବିତ କରାଯିବ। କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବାକୁ ପ୍ରସ୍ତୁତ। ଦିଲ୍ଲୀରେ ଗଢ଼ିଉଠିଥିବା ଅନଧିକୃତ ଉପନିବେଶକୁ ଚିରସ୍ଥାୟୀ କରାଯିବା ସହ ଦଶନ୍ଧି ଦଶନ୍ଧି ଧରି ରହିଥିବା ସମସ୍ୟାର ସମାଧାନ ହେବ ବୋଲି ମୋଦି ପ୍ରତିଶ୍ରୁତି ଦେଇଛନ୍ତି। ଦିଲ୍ଲୀବାସୀଙ୍କ ସବୁ ସମସ୍ୟାର ସମାଧାନ, ବିକାଶର ବିଭିନ୍ନ ଦିଗ ପ୍ରତି ଭାଜପା ଗୁରୁତ୍ୱ ଦେବ। ଦେଶ ବିକାଶରେ ଭାଜପା ବିଶ୍ୱାସକରେ। ଧାରା ୩୭୦ ହଟିବା, ଅଯୋଧ୍ୟାରେ ରାମମନ୍ଦିର ଗଢ଼ାଯିବା, ସିଏଏ ଭଳି ଅନେକ ଜନବିକାଶ କାର୍ଯ୍ୟ ଭାଜପା ହାତକୁ ନେଇ ସଫଳ ହୋଇଛି। ତେଣୁ ବିକାଶକୁ ଆଧାରକରି ଲୋକମାନେ ଦିଲ୍ଲୀରେ ଭାଜପା ସରକାର ଗଠନ ଲାଗି ସହଯୋଗ କରିବାକୁ ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri