Posted inଜାତୀୟ

୨୦୨୩ରେ ଇସ୍ରୋ ଆରମ୍ଭ କରିବ ଶୁକ୍ର ମିଶନ

ନୂଆଦିଲ୍ଲୀ,୧୮।୫: ଇସ୍ରୋ ପକ୍ଷରୁ ୨୦୨୩ରେ ଶୁକ୍ର ମିଶନ ଆରମ୍ଭ କରାଯିବାର ଯୋଜନା କରାଯାଇଛି। ଶୁକ୍ରକୁ ଯାଉଥିବା ସ୍ପେସ୍‌କ୍ରାଫ୍ଟରେ ୨୦ରୁ ଅଧିକ ଉପକରଣର ଉପଯୋଗ କରାଯିବ ବୋଲି କୁହାଯାଉଛି। ଏହା ପୂର୍ବରୁ ୨୦୨୦ରେ କସମିକ୍‌ ରେଡିଏଶନ୍‌ ସମ୍ପର୍କରେ ଅଧ୍ୟୟନ ପାଇଁ ମହାକାଶକୁ ଇସ୍ରୋ ପକ୍ଷରୁ ଯାନ ପ୍ରେରଣ କରାଯିବ। ସେହିପରି ୨୦୨୧ରେ ସୂର୍ଯ୍ୟ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ଆଦିତ୍ୟ ଏଳ୍‌-୧, ୨୦୨୨ରେ ମାର୍ସ ଆର୍ବିଟର-୨ ପ୍ରେରଣ କରାଯିବ। ୨୦୨୪ରେ ଚନ୍ଦ୍ରାୟନ-୩ ଏବଂ ୨୦୨୮ରେ ସୌରମଣ୍ଡଳର ଅଧ୍ୟୟନ ପାଇଁ ଇସ୍ରୋ ମହାକାଶ ଯାନ ପ୍ରେରଣ କରିବାର ଯୋଜନା ପ୍ରସ୍ତୁତ କରିଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁଲାଇରେ ଇସ୍ରୋ ପକ୍ଷରୁ ଚନ୍ଦ୍ରାୟନ-୨ ପ୍ରେରଣ କରାଯିବା ଲାଗି ଯୋଜନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri