Posted inଜାତୀୟ

୨୦୨୪ ସୁଦ୍ଧା ନିର୍ମାଣ ହେବ ଶହେ ବିମାନ ବନ୍ଦର: ଡ୍ରୋନ୍‌ରେ କରାଯିବ ସାମଗ୍ରୀ ଡେଲିଭରି

ନୂଆଦିଲ୍ଲୀ,୩୧।୧୦: ଆସନ୍ତା ୫ ବର୍ଷ ମଧ୍ୟରେ ୨୦୧୪ ସୁଦ୍ଧା ଦେଶରେ ଶହେଟି ନୂଆ ବିମାନ ବନ୍ଦର ନିର୍ମାଣ କରାଯିବ। ଏନେଇ ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିରେ ଏକ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। ବିମାନ ବନ୍ଦର ନିର୍ମାଣ ସହିତ ଏକ ହଜାରଟି ନୂଆ ରୁଟ୍‌ରେ ବିମାନ ଉଡ଼ାଣ ଆରମ୍ଭ ହେବାର ଯୋଜନା ମଧ୍ୟ ରହିଛି। ସରକାର ଭାରତକୁ ୨୦୨୫ ସୁଦ୍ଧା ୫ ଟ୍ରିଲିୟନ୍‌ ଡଲାର ଅର୍ଥ ବ୍ୟବସ୍ଥାରେ ପରିଣତ କରିବାକୁ ଯାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆବଶ୍ୟକ ଭିତ୍ତିଭୂମି ବିକାଶ ମଧ୍ୟ କରାଯିବ ବୋଲି କୁହାଯାଉଛି। ନୂଆ ବିମାନ ବନ୍ଦର ନିର୍ମାଣ ଦ୍ୱାରା ୨୦୩୫ ସୁଦ୍ଧା ଦେଶର କମର୍ସିଆଲ୍‌ ବିମାନ ବନ୍ଦର ସଂଖ୍ୟା ୪୫୦କୁ ବୃଦ୍ଧି ପାଇବ। ସେହିପରି ଦେଶରେ ଡ୍ରୋନ୍‌ କରିଡର ନିର୍ମାଣ ୨୦୨୧ ସୁଦ୍ଧା ସମ୍ପନ୍ନ ହେବାର ଆଶା ରହିଛି। ଏହାଦ୍ୱାରା ୨୦୨୩ ବେଳକୁ ଡ୍ରୋନ୍‌ରେ ବିଭିନ୍ନ ସାମଗ୍ରୀ ଡେଲିଭରି କାର୍ଯ୍ୟ ହୋଇପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri