୨୦୩୦ ସୁଦ୍ଧା ରୋବଟ ଯୋଗୁ ୨ କୋଟିରୁ ଅଧିକ ଲୋକ ହରାଇବେ ଚାକିରି

ଓ୍ବାଶିଂଟନ,୨୬।୬: ଆର୍ଥିକ ବିକାଶ ପାଇଁ ଏବେ ପୃଥିବୀର ପ୍ରତି ରାଷ୍ଟ୍ରରେ ନିର୍ମାଣ ସମେତ ବିଭିନ୍ନ କ୍ଷେତ୍ରରେ ଅଟୋମେଶନ ତଥା ରୋବଟ୍‌ର ଉପଯୋଗ କରାଯାଉଛି। ଏହାଦ୍ୱାରା ନିର୍ମାଣ କାର୍ଯ୍ୟ ଶୀଘ୍ର ହେବା ସହିତ କମ୍ପାନୀଗୁଡ଼ିକର କାରବାର ବୃଦ୍ଧି ପାଉଛି। ତେବେ ଏସବୁ ଦ୍ୱାରା ଲୋକେ ନିଯୁକ୍ତି ସୁଯୋଗ ହରାଉଛନ୍ତି। ଏହି ଧାରା ଜାରି ରହିଲେ ୨୦୩୦ ସୁଦ୍ଧା ରୋବଟ ଏବଂ ଅଟୋମେଶନ ଯୋଗୁ ୨ କୋଟିରୁ ଅଧିକ ଲୋକ ଚାକିରି ହରାଇବାର ଆଶଙ୍କା ରହିବ। ଅକ୍ସଫୋର୍ଡ ଇକୋନୋମିକ୍ସ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏନେଇ ତଥ୍ୟ ପ୍ରକାଶ ପାଇଛି। ନିଯୁକ୍ତି ସୁଯୋଗ କମ୍‌ ହେବାଯୋଗୁ ସମାଜରେ ଅପରାଧ ଅଧିକ ଘଟିବାର ଆଶଙ୍କା ରହିବ। ଏହାଦ୍ୱାରା ସାମାଜିକ ଆର୍ଥିକ ବ୍ୟବସ୍ଥା ବିପର୍ଯ୍ୟୟ ହୋଇପଡ଼ିବ । ଅଟୋମେଶନ ତଥା ରୋବଟ୍‌ର ଉପଯୋଗ ଦ୍ୱାରା କାରବାର ବୃଦ୍ଧି ଯୋଗୁ ଲାଭାଶଂ ୨୦୩୦ ସୁଦ୍ଧା ୫ ଲକ୍ଷ କୋଟି ଡଲାରରେ ପହଞ୍ଚିବ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ…

ଉପନିର୍ବାଚନନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri