୨୦ ପ୍ରବାସୀଙ୍କୁ ସ୍ବତନ୍ତ୍ର ଗାଡ଼ିରେ ପଠାଇଲା ପୋଲିସ

କେନ୍ଦୁଝର,୨୨ା୫(ଡି.ଏନ୍‌.ଏ.)-କେନ୍ଦୁଝର ସହର ମଧ୍ୟ ଦେଇ ଚାଲି ଚାଲି ଯାଉଥିବା ୨୦ ପ୍ରବାସୀଙ୍କୁ ପୋଲିସ ସ୍ବତନ୍ତ୍ର ଗାଡ଼ି ଯୋଗେ ସେମାନଙ୍କ ଘରକୁ ପଠାଇବାର ବ୍ୟବସ୍ଥା କରିଛି। ମୁମ୍ବାଇରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲି ଥିବାରୁ ଏବଂ ଲକ୍‌ଡାଉନ୍‌ରେ ଦୋକାନ, ବଜାର ବନ୍ଦ ଥିବାରୁ କାମ ଧନ୍ଦା ହରାଇ ଏହି ପ୍ରବାସୀ ଶ୍ରମିକମାନେ ଘର ମୁହଁା ହୋଇ ପ୍ରଥମେ ଏକ ଟ୍ରକ୍‌ ଏବଂ ପରେ ଚାଲି ଚାଲି କେନ୍ଦୁଝର ଦେଇ ଯାଉଥିଲେ। ସଦର ଏସ୍‌ଡିପିଓ ପ୍ରକାଶ ଜେମ୍ସ ଟପୋଙ୍କ ନିର୍ଦ୍ଦେଶ କ୍ରମେ ଟାଉନ ପୋଲିସ ଏଏସ୍‌ଆଇ ସୁଶାନ୍ତ ସେଠୀ ଏହି ପ୍ରବାସୀଙ୍କୁ କେନ୍ଦୁଝରରେ ରଖି ସେମାନଙ୍କ ଖାଇବା ପିଇବା ବ୍ୟବସ୍ଥା କରିଥିଲେ। ପରେ ସ୍ବତନ୍ତ୍ର ଗାଡ଼ିରେ ୧୦ଜଣଙ୍କୁ କୋଲକାତା ଏବଂ ଅନ୍ୟ ୧୦ଜଣଙ୍କୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡା ଜିଲାକୁ ପଠାଇଥିଲେ। ପ୍ରତ୍ୟେକ ଦିନ କେନ୍ଦୁଝର ସହର ମଧ୍ୟରେ ଚାଲି ଚାଲି ଯାଉଥିବା ପ୍ରବାସୀ ଶ୍ରମିକମାନେ ନିଜ ଅଞ୍ଚଳକୁ ଯିବା ପାଇଁ ପୋଲିସ ପକ୍ଷରୁ ଗାଡ଼ି ବ୍ୟବସ୍ଥା କରାଯାଇ ପଠାଯାଉଥିବାବେଳେ ପ୍ରବାସୀମାନେ ଯେପରି ଚାଲି ଚାଲି ନ ଯିବେ ସେଥିପାଇଁ ପଦକ୍ଷେପ ନିଆଯାଉଥିବା ସଦର ଏସ୍‌ଡିପିଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri