୨୦ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ୯୦ ବଛରିଆ ବୁରୁଧ୍‌

 

ଦେଓଗାଁ,୨୮ା୧(ଡି.ଏନ୍‌.ଏ.)-
ବଲାଙ୍ଗୀର ଜିଲା ଦେଓଗଁା ବ୍ଲକ ରାମଚନ୍ଦ୍ରପୁର ପଁଚେତ୍‌ ଲୁହାଖାନା ଗଁାର ୯୦ ବଛ୍‌ରିଆ ବୁରୁଧ୍‌ ମଧୁ ପଟେଲ। ବଏସର ଶେଷ ମୁଡ଼ସାକେ ପୁହୁଁଚି ସାରିଥିଲେ ବି ସେ ଭତାରୁ ବଁଚିତ୍‌ ହେଇ ରହିଛନ୍‌। ଭୋଟ ପରିଚଏପତର ଆର ଆଧାରକାର୍ଡର ସୂଚନା ଅନ୍‌ସାରେ ମଧୁକଁର ଜନମ୍‌ ୧୯୩୦ ସାଲେ। ସେ ହିସାବେ ଏହେଦେ ତାକର ବଏସ୍‌ ୯୦ ବଛର। ମଧୁକଁର ଅଭିଯୋଗ ହେଲା ଆଏଜ୍‌କେ ୨୦ ବଛରରୁ ଅଧ୍‌କା ହେଲା ସେ ଭତାର ଲାଗି ଆବେଦନ କରିଆସୁଛନ୍‌। ହେଲେ ସବୁବେଲେ ତାହାକୁ ନିରାଶ ହେବାକେ ପଡ଼ୁଛେ। ମାସକେତେ ତଲେ ସରକାରକଁର ପିଠା କାଯ୍‌କରମରେ ବି ସେ ଭତାର ଲାଗି ଆବେଦନ କରି ନିରାଶ ହେଇଥିବାର କହିଛନ୍‌। ଏନ୍‌ତାଥି ସେ ସୋମବାର ବ୍ଲକରେ ଜିଲାପାଳକଁର ଜନ ଅଭିଯୋଗ ଶୁନାନି ହେଉଥିବାର ସୂଚନା ପାଇ ବୁରୁଧ୍‌ ମଧୁ ଭତାର ଲାଗି ଆବେଦନ ସଂଗେ ଗୁହାରି କରବାକେ ଆସିଥିବାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri