୨୦ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ୯୦ ବଛରିଆ ବୁରୁଧ୍‌

 

ଦେଓଗାଁ,୨୮ା୧(ଡି.ଏନ୍‌.ଏ.)-
ବଲାଙ୍ଗୀର ଜିଲା ଦେଓଗଁା ବ୍ଲକ ରାମଚନ୍ଦ୍ରପୁର ପଁଚେତ୍‌ ଲୁହାଖାନା ଗଁାର ୯୦ ବଛ୍‌ରିଆ ବୁରୁଧ୍‌ ମଧୁ ପଟେଲ। ବଏସର ଶେଷ ମୁଡ଼ସାକେ ପୁହୁଁଚି ସାରିଥିଲେ ବି ସେ ଭତାରୁ ବଁଚିତ୍‌ ହେଇ ରହିଛନ୍‌। ଭୋଟ ପରିଚଏପତର ଆର ଆଧାରକାର୍ଡର ସୂଚନା ଅନ୍‌ସାରେ ମଧୁକଁର ଜନମ୍‌ ୧୯୩୦ ସାଲେ। ସେ ହିସାବେ ଏହେଦେ ତାକର ବଏସ୍‌ ୯୦ ବଛର। ମଧୁକଁର ଅଭିଯୋଗ ହେଲା ଆଏଜ୍‌କେ ୨୦ ବଛରରୁ ଅଧ୍‌କା ହେଲା ସେ ଭତାର ଲାଗି ଆବେଦନ କରିଆସୁଛନ୍‌। ହେଲେ ସବୁବେଲେ ତାହାକୁ ନିରାଶ ହେବାକେ ପଡ଼ୁଛେ। ମାସକେତେ ତଲେ ସରକାରକଁର ପିଠା କାଯ୍‌କରମରେ ବି ସେ ଭତାର ଲାଗି ଆବେଦନ କରି ନିରାଶ ହେଇଥିବାର କହିଛନ୍‌। ଏନ୍‌ତାଥି ସେ ସୋମବାର ବ୍ଲକରେ ଜିଲାପାଳକଁର ଜନ ଅଭିଯୋଗ ଶୁନାନି ହେଉଥିବାର ସୂଚନା ପାଇ ବୁରୁଧ୍‌ ମଧୁ ଭତାର ଲାଗି ଆବେଦନ ସଂଗେ ଗୁହାରି କରବାକେ ଆସିଥିବାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?