୨୦ ହଜାର ଲୋକଙ୍କୁ କୋଭିଡ୍‌ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ତାଲିମ, ଟୁଇଟ୍‌ କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର,୨୭ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆମ ସ୍ବାସ୍ଥ୍ୟ ଆମ ଦାୟିତ୍ୱ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଉକ୍ତ ତାଲିମ କାର୍ଯ୍ୟକ୍ରମକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁଭାରମ୍ଭ କରିଛନ୍ତି। ଜିଲାର ୨୦ ହଜାର ଲୋକଙ୍କୁ କୋଭିଡ୍‌ -୧୯ କମ୍ୟୁନିଟି ତାଲିମ ଦିଆଯିବ ବୋଲି ଜିଲାପାଳ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସଚେତନ ହୋଇ କରୋନା ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ ବୋଲି ଜିଲାପାଳ କହିଛନ୍ତି। ସେହିପରି ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକରେ ଥିବା ଅନ୍ତେବାସୀଙ୍କୁ କରୋନା ମୁକାବିଲା ସମ୍ପର୍କିତ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ତାଲିମ ଦିଆଯାଉଛି। କ୍ୱାରାଣ୍ଟାଇନ୍‌ ଅବଧି ସରିବା ପରେ ଏମାନେ କରୋନା ମୁକାବିଲାରେ କାର୍ଯ୍ୟ କରିବେ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri