୨୧୦ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବ

ଖୋର୍ଦ୍ଧା ଅଫିସ,୩୦।୩: କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ଲାଗି ଖୋର୍ଦ୍ଧା ଜିଲାର ୧୯୦ ପଞ୍ଚାୟତ, ଖୋର୍ଦ୍ଧା, ଜଟଣୀ ପୌରାଞ୍ଚଳ, ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୨୧୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବ। ଏଥିଲାଗି ପ୍ରତି ପଞ୍ଚାୟତକୁ ୫ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ଏହି ଅର୍ଥରେ ବିଦ୍ୟୁତ, ପାନୀୟ ଜଳ, ଶୌଚାଳୟ ଆଦି ବ୍ୟବସ୍ଥା କରାଯିବ ବୋଲି ଭୁବନେଶ୍ବର ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ କହିଛନ୍ତି। ପ୍ରତି ପଞ୍ଚାୟତରେ ୫୦ଟି ଶଯ୍ୟା ରହିବ। ଏହି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ବିଭିନ୍ନ ସ୍କୁଲ, କଲେଜ, ୟୁନିଟ ହଲ, କଲ୍ୟାଣ ମଣ୍ଡପ, ରାଜୀବଗାନ୍ଧୀ ଆବାସ କେନ୍ଦ୍ରରେ ହେବ। ଭୁବନେଶ୍ବରକୁ ବାଦ ଦେଇ ଜିଲାରେ ୯୩୨ ଅସହାୟ, ଗରିବ ବ୍ୟକ୍ତି ସହାୟତା ଦିଆଯାଇଛି। ସେହିପରି କରୋନା ନିମୟ ଉଲ୍ଲଂଘନ କରି ୪ ଗିରଫ ହୋଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?

ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ଅଧରାତିରେ ବାଣପୁର ଥାନାରେ ଉନ୍ମତ୍ତକାଣ୍ଡ: ପୋଲିସ ହାଏ ହାଏ ସ୍ଲୋଗାନ ଦେଲେ ଯୁବକ

ବାଣପୁର,୨୧।୫(ଦିଲ୍ଲୀପ କୁମାର ସ୍ବାଇଁ): ବୁଧବାର ଅଧରାତିରେ ବାଣପୁର ଥାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁଠି ପୋଲିସ ପାଖକୁ ଯିବାକୁ ସାଧାରଣ ଲୋକେ ଡରନ୍ତି କିନ୍ତୁ ବିଳମ୍ବିତ…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଉତ୍ତେଜନା

ବାଣପୁର, ୨୦।୫(ଦିଲ୍ଲୀପ କୁମାର ସ୍ବାଇଁ): ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ସମୟରେ ମୃତ୍ୟୁକୁ ନେଇ ମେଡିକାଲ ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ପୋଖରୀରୁ ମିଳିଲା ହାତୀ ଛୁଆର ମୃତଦେହ , ଘଟଣାସ୍ଥଳରେ ବନବିଭାଗ

ନିରାକାରପୁର ୨୦।୫(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ହଜ ପଞ୍ଚାୟତ ଜଙ୍କିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମ ପୋଖରୀରୁ ବୁଧବାର ସକାଳୁ ଏକ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri