୨୧ ଅକ୍ଟୋବରରେ ବିଜେପୁର ଉପନିର୍ବାଚନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୨୧ରେ ଏଠାରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏ ନେଇ ସେପ୍ଟେମ୍ବର ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇବ। ୩୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଧାର୍ଯ୍ୟ ହୋଇଥିବା ବେଳେ ଅକ୍ଟୋବର ୧ରେ ଯାଞ୍ଚ ହେବ। ଅକ୍ଟୋବର ୩ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରଖାଯାଇଛି। ୨୪ରେ ଭୋଟ ଗଣତି ହେବ।

ସୂଚନାଯୋଗ୍ୟ, ୨୦୧୯ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଉଭୟ ହିଞ୍ଜିଳି ଓ ବିଜେପୁରରୁ ନିର୍ବାଚନ ଲଢ଼ିଥିଲେ। ଉଭୟ ସ୍ଥାନରୁ ବିଜୟୀ ହେବା ପରେ ନବୀନ ବିଜେପୁର ଆସନରୁ ଇସ୍ତଫା ଦେଇଥିଲେ। ଫଳରେ ବିଜେପୁର ଉପନିର୍ବାଚନର ଆବଶ୍ୟକତା ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?