Posted inଜାତୀୟ

୨୧ କଏଦୀଙ୍କ ଜରିମାନା ଟଙ୍କା ପଇଠ କରି ମୁକୁଳାଇଲେ ବ୍ୟବସାୟୀ

ଆଗ୍ରା,୧୫।୮: ସ୍ବାଧୀନତା ଦିବସ ଅବସରରେ ବ୍ୟବସାୟୀ ରାଜେଶ ସେହଗଲ ଉଦାହରଣ ସୃଷ୍ଟି କରିବା ଭଳି କାମ କରିଛନ୍ତି। ଉତ୍ତର ପ୍ରଦେଶ ଆଗ୍ରା ଜିଲା ଜେଲ୍‌ରେ ୨୧ ଜଣ କଏଦୀ ତାଙ୍କ ଦଣ୍ଡାଦେଶର ସମୟ ସୀମା ପୂରଣ କରିସାରିଥିଲେ ସୁଦ୍ଧା ମୁକୁଳି ପାରୁ ନ ଥିଲେ। କାରଣ ଥିଲା ଏମାନଙ୍କ ଉପରେ ଲାଗିଥିବା ଜରିମାନା ଟଙ୍କା ଏମାନେ ପଇଠ କରି ପାରୁ ନ ଥିଲେ। ତେବେ ଏହି ୨୧ ଜଣ କଏଦୀଙ୍କ ପାଇଁ ମୋଟ୍‌ ୧,୭୩,୦୦୦ଟଙ୍କା ପଇଠ କରି ସ୍ବାଧୀନତା ଦିବସରେ ବ୍ୟବସାୟୀ ରାଜେଣ ସେହଗଲ ଏମାନଙ୍କୁ ମୁକୁଳାଇଥିବା ସୂଚନା ମିଳିଛି। ଜେଲ୍‌ ସୁପରିଟେଣ୍ଡେଣ୍ଟ ଶଶିକାନ୍ତ ମିଶ୍ର ଏଥିପାଇଁ ବ୍ୟବସାୟୀ ରାଜେଶଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରାଜେଶଙ୍କ ଯୋଗୁ ୨୧ ଜଣ କଏଦୀ ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ପାଳନ କରିପାରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri