Posted inଜାତୀୟ

୨୧ କେନ୍ଦ୍ରୀୟ ବିଦ୍ୟାଳୟ ଗୃହ ଅସୁରକ୍ଷିତ

ନୂଆଦିଲ୍ଲୀ,୨୪ା୭(ପି.ଟି.): ଦେଶରେ ଚାଲିଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରୁ ୨୧ଟିର ଶ୍ରେଣୀଗୃହ ଅସୁରକ୍ଷିତ ରହିଛି। ଏଗୁଡ଼ିକ ସମ୍ପୂର୍ଣ୍ଣ କିମ୍ବା ଆଂଶିକଭାବେ ଅସୁରକ୍ଷିତ ଥିବାରୁ ଏଠାରେ ପାଠ ପଢ଼ାଯାଇ ପାରିବ ନାହିଁ ବୋଲି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଗୁଡ଼ିକ ମଧ୍ୟରୁ ମହାରାଷ୍ଟ୍ରରେ ୮, ଆସାମରେ ୩, ଉତ୍ତରପ୍ରଦେଶ ଓ ଗୁଜରାଟରେ ୨ଟି ଲେଖାଏ, ତ୍ରିପୁରା, କେରଳ, ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶ ଓ ସିକିମ୍‌ରେ ଗୋଟିଏ ଲେଖାଏ ରହିଛି। ଅଡିଟ୍‌ ରିପୋର୍ଟରେ ଏହା ଦର୍ଶାଯାଇଥିବାବେଳେ ଦଶନ୍ଧି ଦଶନ୍ଧି ଧରି ଏଗୁଡ଼ିକ ଜରାଜୀର୍ଣ୍ଣ ହୋଇ ପଡ଼ିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri