୨୧ ଜିଲାରୁ ୧୩୦ କରୋନା ପଜିଟିଭ ଚିହ୍ନଟ: ସର୍ବାଧିକ କଟକରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୩୦ କରୋନା ଆକ୍ରାନ୍ତ ୨୧ଟି ଜିିଲାର। ତେବେ କଟକରୁ ସର୍ବାଧିକ ୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୨୨ଜଣ ଲେଖାଏ ରହିଛନ୍ତି। ସେହିପରି ଗଞ୍ଜାମରୁ ୧୨, ସୁନ୍ଦରଗଡ଼ ଓ ଗଜପତିରୁ ୭, କୋରାପୁଟରୁ ୬, ବରଗଡ଼ ଓ ଭଦ୍ରକରୁ ୪, ବଲାଙ୍ଗୀର, କନ୍ଧମାଳ, ଯାଜପୁର ଓ କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ଢେଙ୍କାନାଳରୁ ୨ ପୁରୀ, ରାୟଗଡ଼ା, ଜଗତ୍‌ସିଂହପୁର, ଅନୁଗୋଳ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ତେବେ ନୂଆ ୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬ଟି ଲୋକାଲ କେସ୍‌ ରହିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭॥୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

ତୀରନ୍ଦାଜ ପ୍ରତିଯୋଗିତା: କଳାହାଣ୍ଡର ୩ ପ୍ରତିଯୋଗୀ ଜାତୀୟସ୍ତରକୁ ମନୋନୀତ

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ତୀରନ୍ଦାଜ ପ୍ରତିଯୋଗୀମାନେ ସିବିଏସଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତାରେ ୩ଟି ସ୍ବର୍ଣ୍ଣ…

ରାସ୍ତାରେ ଶହ ଶହ ଖାଲ ଢିପ ଯୋଗୁ ଯାତାୟାତରେ ସମସ୍ୟା, ଚେତାବନୀ ଦେଲେ ସହରବାସୀ, ମରାମତି ନ ହେଲେ ଆଗାମୀ ଦିନରେ…

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗୀର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

ନୂଆ ସ୍ବପ୍ନ, ନୂଆ ଲକ୍ଷ୍ୟ: ମହାବିଦ୍ୟାଳୟରେ ପାଦ ଥାପିଥିବା ନବାଗତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ, ଉପସ୍ଥାନ କମ୍‌ ରହିଲେ…

ଭଞ୍ଜନଗର, ୨୭।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ସୋମବାର ଯୁକ୍ତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri