୨୧ ନୁହେଁ ୨୫ରେ ନଗଡ଼ା ଆସିବେ ଲୋକାୟୁକ୍ତ ପ୍ରତିନିଧିଦଳ

ଯାଜପୁର ଅଫିସ, ୪।୩: ଯାଜପୁର ଜିଲା ନଗଡ଼ାର ବିକାଶରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏନେଇ ଏଲ୍‌ଓ୍ବାଇ କେସ୍‌ ନଂ.୪୫୫/୨୦୧୯ରେ ଏକ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ତଦନ୍ତ କରିବା ପାଇଁ ଆସନ୍ତା ୨୧ରେ ଲୋକାୟୁକ୍ତଙ୍କ ଏକ ପ୍ରତିନିଧିଦଳ ନଗଡ଼ା ଗସ୍ତ କରିବେ ବୋଲି ନିଷ୍ପତ୍ତି ହୋଇଥିଲା। ଏହା ଜଣାପଡ଼ିବାପରେ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ କରାଯିବା ସହ ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ନଗଡ଼ାକୁ ନିର୍ମାଣ ହେଉଥିବା ରାସ୍ତାର ମରାମତି କରିବାକୁ ପଦକ୍ଷେପ ନିଆଯାଇଥିଲା। ତେବେ ଲୋକାୟୁକ୍ତ ବିଚାରପପତି ଅଜିତ ସିଂ ୨୧ତାରିଖରେ କୌଣସି କାରଣବଶତଃ ଓଡ଼ିଶାରେ ଅନୁପସ୍ଥିତ ରହୁଥିବା କାରଣରୁ ନଗଡ଼ା ଗସ୍ତକୁ ଆସନ୍ତା ୨୫ତାରିଖକୁ ଘୁଞ୍ଚାଇ ଦିଆଯାଇଥିବା ଲୋକାୟୁକ୍ତ ଅଧ୍ୟକ୍ଷ ଗତ ୨୬ ତାରିଖ ଶୁଣାଣିରେ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri