୨୨ ଶ୍ରମିକଙ୍କୁ ଗାଡ଼ି କରି ପଠାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୭।୫(ଡି.ଏନ.ଏ.)-ଚେନ୍ନାଇ ଓ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଅଞ୍ଚଳରୁ ଚାଲି କରି ଆସୁଥିବା ୯ ଜଣ ଶ୍ରମିକଙ୍କୁ ରବିବାର ଗଞ୍ଜାମ ପୋଲିସ ଉଦ୍ଧାର କରିଛି। ପରେ ସେମାନଙ୍କୁ ଖାଦ୍ୟ ଦେବା ସହ ଏକ ଗାଡି ଯୋଗେ ନିଜ ନିଜ ଜିଲାକୁ ପଠାଇଥିବା ଜଣାପଡ଼ିଛି। ସେହିପରି ଚେନ୍ନାଇର ୫ ଜଣ, ଆନ୍ଧ୍ରପ୍ରଦେଶ ବିଶାଖାପାଟଣାର ୮ ଜଣ ଶ୍ରମିକଙ୍କୁ ଜାତୀୟ ରାଜପଥରୁ ଉଦ୍ଧାର କରି ୨ ଟି ଗାଡିରେ ନିଜ ଅଞ୍ଚଳକୁ ପଠାଯାଇଥିବା ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri