୨୩,୮୩୯ରେ ଭାଜପା ପ୍ରାର୍ଥୀ ଅପରାଜିତା ବିଜୟୀ

ଖୋର୍ଦ୍ଧା ଅଫିସ,୨୪।୫: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ୨୩,୮୩୯ ଭୋଟରେ ବିଜୟୀ ହୋଇଛନ୍ତି।
ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ଅରୂପ ମୋହନ ପଟ୍ଟନାୟକଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି । ଅପରାଜିତା ୪ ଲକ୍ଷ ୮୬ ହଜାର ୮୮୯ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅରୂପ ମୋହନ ପଟ୍ଟନାୟକ ୪ ଲକ୍ଷ ୬୩ ହଜାର ୧୫୨ ଖଣ୍ଡ ଭୋଟ ପାଇଛନ୍ତି ।
ସେହିଭଳି କଂଗ୍ରେସ ସମର୍ଥତ୍ତ ସିପିଆଇ(ଏମ)ପ୍ରାର୍ଥୀ ଜନାର୍ଦ୍ଦନ ପତି ୨୩ ,୨୬ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri