Posted inଜାତୀୟ

୨୪ଘଣ୍ଟାରେ ଦ୍ୱିତୀୟ ଥର ପାଇଁ ଥରିଲା ଗୁଜରାଟ

ଅହମଦାବାଦ,୧୫।୬: ଗୁଜରାଟରେ ୨୪ ଘଣ୍ଟାରେ ଦ୍ୱିତୀୟ ଥର ପାଇଁ ଅନୁଭୂତ ହେଲା ଭୂକମ୍ପ। ସୋମବାର ଗୁଜରାଟର କଚ୍ଛରେ ମଧ୍ୟାହ୍ନ ୧୨ଟା ୫୭ ମିନିଟ୍‌ରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରହିଛି। ଭୂକମ୍ପର କେନ୍ଦ୍ରସ୍ଥଳ କଚ୍ଛରୁ ୧୫ କିଲୋମିଟର ଦୂରରେ ରହିଥିବା ଜଣାପଡ଼ିଛି। ଭୂକମ୍ପ ହେବା ସମୟରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇଆସିଥିଲେ। ସୂଚନା ମୁତାବକ ରବିବାର ମଧ୍ୟ ଏଠାରେ ଭୂକମ୍ପ ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୫ ରହିଥିଲା। ତେବେ ରବିବାର ରାତିରୁ ବର୍ତ୍ତମାନ ପର୍ଯ୍ୟନ୍ତ ୧୧ଥର ଛୋଟ ବଡ଼ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଅଗ୍ନିବୀରଙ୍କ ପାଇଁ ଏସ୍‌ଏସ୍‌ବିରେ ୫୦% କନ୍‌ଷ୍ଟେବଲ ପଦବୀ ସଂରକ୍ଷିତ

ନୂଆଦିଲ୍ଲୀ,୩୦ା୭: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି) (ଯୁଦ୍ଧ ପାଇଁ ପ୍ରସ୍ତୁତ ସାଧାରଣ ଡ୍ୟୁଟି) ଗ୍ରୁପ୍‌ ‘ସି’ ପଦବୀ ନିଯୁକ୍ତି ନିୟମାବଳୀ, ୨୦୨୬ ଉପରେ…

ପରିବହନ ପ୍ରଦୂଷଣରୁ ପ୍ରତି ୬ ମିନିଟ୍‌ରେ ଜଣକ ଅକାଳ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୭: ସଡ଼କ ପରିବହନଜନିତ ପ୍ରଦୂଷଣ ଭାରତରେ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ସମସ୍ୟା ସୃଷ୍ଟି କରିଛି। ୨୦୨୪ରେ ଗାଡ଼ିମୋଟରଜନିତ ପ୍ରଦୂଷଣ କାରଣରୁ ପ୍ରତି ୬ ମିନିଟ୍‌ରେ ଜଣେ ବ୍ୟକ୍ତିଙ୍କ…

‘ମହାପ୍ରଭୁ ଜଗନ୍ନାଥ’ ଆନିମେଶନ ଚଳଚ୍ଚିତ୍ର ରିଲିଜ୍‌କୁ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ: କେତେଜଣଙ୍କ ଆପତ୍ତି ପାଇଁ …

ନୂଆଦିଲ୍ଲୀ,୩୦ା୭ : ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’ର ମୁକ୍ତିଲାଭ ଉପରେ ରୋକ ଲଗାଇବାକୁ ଓଡ଼ିଶା ସରକାର କରିଥିବା ଆବେଦନକୁ ବୁଧବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। କେତେଜଣ ବ୍ୟକ୍ତିଙ୍କ…

ଆଡ୍‌ମିଶନ ନ ମିଳିବାରୁ ୨ ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

କାନପୁର, ୩୦ା୭ : ଆଇଆଇଟି-କାନପୁରର ନୂତନ ‘ବ୍ୟାଚଲର୍‌ ଅଫ୍‌ ସାଇବର ସିକ୍ୟୁରିଟି’ ପାଠ୍ୟକ୍ରମରେ ନାମଲେଖାରୁ ବଞ୍ଚିତ ହେବା ପରେ ଆଇଆଇଟି-କାନପୁର ଏବଂ ଆଇଆଇଟି-ମାଡ୍ରାସ୍‌ର ଅଫିସିଆଲ ୱେବ୍‌ସାଇଟ୍‌ ହ୍ୟାକ୍‌…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ରୀଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri