Posted inଜାତୀୟ

୨୪୩ ଯାତ୍ରୀଙ୍କ ସହ ଜାହାଜ ନିଖୋଜ

ନୂଆଦିଲ୍ଲୀ,୨୨ା୬ : କେରଳର ଏର୍ନାକୁଲମ୍‌ ଜିଲାର ଏକ ବନ୍ଦରରୁ ଯାତ୍ରାରମ୍ଭ କରିଥିବା ଏକ ଯାତ୍ରୀବାହୀ ଜାହାଜ ନିଖୋଜ ହୋଇଯାଇଛି। ଏଥିରେ ୨୪୩ ଯାତ୍ରୀ ଥିଲେ। ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଏହା ନିଖୋଜ ହୋଇଯାଇଥିବା ଅନୁମାନ କରାଯାଉଛି। କେରଳ ସରକାରଙ୍କଠାରୁ ସୂଚନା ପାଇବା ପରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସତର୍କ କରାଯିବା ସହ ନିଖୋଜ ଜାହାଜର ସନ୍ଧାନ ଲାଗି ପ୍ରଶାନ୍ତ ମହାସାଗରୀୟ ଦେଶଗୁଡ଼ିକୁ ଅନୁରୋଧ କରାଯାଇଛି। ଗତ ଜାନୁୟାରୀ ୧୨ରୁ ଏହି ଜାହାଜ ନିଖୋଜ ହୋଇଥିବାବେଳେ ଏପର୍ଯ୍ୟନ୍ତ ଏହାର କୌଣସି ଖୋଜଖବର ମିଳିନାହିଁ।
ମନ୍ତ୍ରଣାଳୟର ମୁଖପାତ୍ର ରବୀଶ କୁମାର କହିଛନ୍ତି ଯେ, ୫ ମାସ ତଳର ଏହି ଘଟଣା ସମ୍ପର୍କରେ ପ୍ରଶାନ୍ତ ମହାସାଗରୀୟ ଦେଶଗୁଡ଼ିକୁ ଅବଗତ କରାଯାଇଛି। ନିଖୋଜ ଜାହାଜ ‘ଦେବା ମାଥା ୨’ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ଜାହାଜରେ ଥିବା ଯାତ୍ରୀଙ୍କ ପରିବାରବର୍ଗ ଏନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟକୁ ଏକ ଯୁଗ୍ମ ଚିଠି ପ୍ରଦାନ କରି ସହାୟତା ଲୋଡ଼ିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri