୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୯।୫: ରାଜଧାନୀ ଦିଲ୍ଲୀରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସର୍ବାଧିକ ୫୦୦ କରୋନା ପଜିଟିଭ ଚିହ୍ନଟ ହେବା ସରକାରଙ୍କୁ ଅଡୁଆରେ ପକାଇ ଦେଇଛି। ଏହାସହ ଏବେ ରାଜଧାନୀ ଦିଲ୍ଲୀରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୦,୫୫୪। ଏମାନଙ୍କ ମଧ୍ୟରୁ ୫,୬୮୩ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୧୬୬ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। କରୋନା ସଂକ୍ରମଣ ରୋକିବାକୁ ମାତ୍ର ୨ ଦିନ ହେବ ଲକ୍‌ଡାଉନ ୪.୦ ଲାଗୁ ହୋଇଥିବା ବେଳେ ଏପର୍ଯ୍ୟନ୍ତ କିନ୍ତୁ ଦେଶରେ କରୋନା ସଂକ୍ରମଣରେ କୌଣସି ସୁଧାର ଆସୁ ନ ଥିବା ଆଲୋଚନା ହେଉଛି। ସୂଚନାଯୋଗ୍ୟ, ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ୩ ହଜାର ଅତିକ୍ରମ କରି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri