୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୩୯୨

ନୂଆଦିଲ୍ଲୀ,୧।୬: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୮,୩୯୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୯୦,୫୩୫ରେ ପହଞ୍ଚିଛି। ସୋମବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦେଇଥିବା ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ୨୩୦ ଜଣଙ୍କର କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ହୋଇଛି। ଏବେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୯୩,୩୨୨ ଜଣଙ୍କ ଚିକିତ୍ସା ଚାଲୁଥିବା ବେଳେ ୯୧,୮୧୯ ଜଣ ସୁସ୍ଥ ହୋଇ ସାରିଲେଣି। ଅନ୍ୟପଟେ ମୋଟ ୫,୩୯୪ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ମଧ୍ୟ ହେଲାଣି। ଏବେବି ମହାରାଷ୍ଟ୍ରର ସ୍ଥିତି ଉଦ୍‌ବେଗଜନକ ଥିବା ବେଳେ ସେଠାରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ରହିଛି ୬୭,୬୫୫। ଏହାପରେ ତାମିଲନାଡୁରେ ୨୨,୩୩୩ ଓ ରାଜଧାନୀ ଦିଲ୍ଲୀରେ ୧୯,୮୪୪ରେ ପହଞ୍ଚିଛି କରୋନା ସଂକ୍ରମିତଙ୍କ ସଂଖ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri