Categories: ଜାତୀୟ

୨୪ ଘଣ୍ଟା ମଧ୍ୟରେ ଆଉ ଜଣେ ପିଏମ୍‌ସି ଜମାକାରୀଙ୍କ ହୃଦ୍‌ଘାତରେ ମୃତ୍ୟୁ

ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରେଟିଭ(ପିଏମ୍‌ସି)ବ୍ୟାଙ୍କର ଆଉ ଜଣେ ଜମାକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୁମ୍ବାଇର ମୁଲୁଣ୍ଡ ଅଞ୍ଚଳରେ ରହୁଥିବା ୫୯ ବର୍ଷୀୟ ଫଟୋମଲ ପଞ୍ଜାବୀଙ୍କ ମଙ୍ଗଳବାର ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ୨୪ଘଣ୍ଟା ମଧ୍ୟରେ ଏହା ଦ୍ୱିତୀୟ ମାମଲା ସାମ୍ନାକୁ ଆସିଛି। ଏହା ପୂର୍ବରୁ ସୋମବାର ଓଶିଆରାର ତାରାପୋରଓ୍ବୋଲା ଗାଡର୍ନରେ ରହୁଥିବା ସଞ୍ଜୟ ଗୁଲାଟିଙ୍କ ମୃତ୍ୟୁ ହୋଇଥିଲା।

Share