୨୪ ଘଣ୍ଟା ମଧ୍ୟରେ ଲଘୁଚାପ : ୫ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୫ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ସେହି ଜିଲାଗୁଡିକ ହେଲା କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼ ଓ ଝାରସୁଗୁଡ଼ା। ଏହା ସହ ଓଡ଼ିଶାର ଅନେକ ସ୍ଥାନରେ ଅଳ୍ପ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ସହ ରାଜ୍ୟର ଅନ୍ୟାନ୍ୟ କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ରବିବାର ସକାଳ ୮ ସୁଦ୍ଧା ଓଡ଼ିଶାର ବିଭିନ୍ନ ସ୍ଥାନରେ ହୋଇଥିବା ବର୍ଷାର ମାତ୍ରା ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ସର୍ବାଧିକ ୭୮.୨ ମିମି, ବାରିପଦାରେ ୬୩ .୪, କଟକ ୩୯.୪, ଭୁବନେଶ୍ୱରରେ ୨୮, ସୁନ୍ଦରଗଡ଼ ୨୫, ଓ ତାଳଚେରରେ ୩୫ ମିମି ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri